1 Samuel 20:26 — Compare Translations
5 translations compared side by side
Odia - 1840
"ସଦେିନ ଶାଉଲ କିଛି କହିଲେ ନାହିଁ। ସେ ଚିନ୍ତା କଲେ, ଦାଉଦର କିଛି ହାଇେଛି। ସେ ପ୍ରାଯ ଶକ୍ସ୍ଟଚି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ସେହିଦିନ ଶାଉଲ କିଛି କହିଲେ ନାହିଁ; କାରଣ ସେ ବିଚାର କଲେ, ତାହାକୁ କିଛି ଘଟିଅଛି, ସେ ଶୁଚି ନାହିଁ; ସେ ଅବଶ୍ୟ ଶୁଚି ନ ଥିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେଦିନ ଶାଉଲ କିଛି କହିଲେ ନାହିଁ। ସେ ଚିନ୍ତା କଲେ, “ଦାଉଦର କିଛି ହୋଇଛି। ସେ ପ୍ରାୟ ଶୁଚି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ସେହି ଦିନ ଶାଉଲ କିଛି କହିଲେ ନାହିଁ; କାରଣ ସେ ବିଚାର କଲେ, ତାହାକୁ କିଛି ଘଟିଅଛି, ସେ ଶୁଚି ନାହିଁ; ସେ ଅବଶ୍ୟ ଶୁଚି ନ ଥିବ।
Odia IRV 2017 (ଓଡିଆ ବାଇବେଲ)
ତଥାପି ସେହିଦିନ ଶାଉଲ କିଛି କହିଲେ ନାହିଁ; କାରଣ ସେ ବିଚାର କଲେ, ତାହାକୁ କିଛି ଘଟିଅଛି, ସେ ଶୁଚି ନାହିଁ; ସେ ଅବଶ୍ୟ ଶୁଚି ନ ଥିବ।