1 Samuel 20:27 — Compare Translations

5 translations compared side by side

Odia - 1840
"ତା'ପରଦିନ ମାସର ଦ୍ବିତୀୟ ଦିନ ଦାଉଦର ସ୍ଥାନ ମଧ୍ଯ ଶୂନ୍ଯ ରହିଲା। ତା'ପରେ ଶାଉଲ ତାଙ୍କର ପକ୍ସ୍ଟତ୍ର ଯୋନାଥନଙ୍କକ୍ସ୍ଟ ପଚାରିଲେ, କାହିଁକି ୟିଶୀର ପକ୍ସ୍ଟଅ ଗତକାଲି ଏବଂ ଆଜି ଏଠାକକ୍ସ୍ଟ ଭୋଜନ କରିବାକୁ ଆସିଲେ ନାହିଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଅମାବାସ୍ୟାର ପର ଦିବସ ଦ୍ଵିତୀୟ ଦିନରେ ଦାଉଦଙ୍କର ସ୍ଥାନ ଶୂନ୍ୟ ହେଲା; ତହିଁରେ ଶାଉଲ ଆପଣା ପୁତ୍ର ଯୋନାଥନକୁ କହିଲେ, ଯିଶୀର ପୁତ୍ର କିହେତୁ ଭୋଜନକୁ ଆସୁ ନାହିଁ, କାଲି ନାହିଁ କି ଆଜି ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ତା’ ପରଦିନ ମାସର ଦ୍ୱିତୀୟ ଦିନ ଦାଉଦଙ୍କର ସ୍ଥାନ ମଧ୍ୟ ଶୂନ୍ୟ ରହିଲା। ତା’ପରେ ଶାଉଲ ତାଙ୍କର ପୁତ୍ର ଯୋନାଥନଙ୍କୁ ପଗ୍ଭରିଲେ, “କାହିଁକି ଯିଶୀର ପୁଅ ଗତକାଲି ଏବଂ ଆଜି ଏଠାକୁ ଭୋଜନ କରିବାକୁ ଆସିଲେ ନାହିଁ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଅମାବାସ୍ୟାର ପର ଦିବସ ଦ୍ୱିତୀୟ ଦିନରେ ଦାଉଦଙ୍କର ସ୍ଥାନ ଶୂନ୍ୟ ହେଲା; ତହିଁରେ ଶାଉଲ ଆପଣା ପୁତ୍ର ଯୋନାଥନକୁ କହିଲେ, “ଯିଶୀର ପୁତ୍ର କାହିଁକି ଭୋଜନକୁ ଆସୁ ନାହିଁ, କାଲି ନାହିଁ କି ଆଜି ନାହିଁ?”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଅମାବାସ୍ୟାର ପର ଦିବସ ଦ୍ୱିତୀୟ ଦିନରେ ଦାଉଦଙ୍କର ସ୍ଥାନ ଶୂନ୍ୟ ହେଲା; ତହିଁରେ ଶାଉଲ ଆପଣା ପୁତ୍ର ଯୋନାଥନକୁ କହିଲେ, ଯିଶୀର ପୁତ୍ର କାହିଁକି ଭୋଜନକୁ ଆସୁ ନାହିଁ, କାଲି ନାହିଁ କି ଆଜି ନାହିଁ?