1 Samuel 20:29 — Compare Translations
5 translations compared side by side
Odia - 1840
"ସେ କହିଲେ, ' ମାେତେ ୟିବାକକ୍ସ୍ଟ ଦିଅ ଆମର ପରିବାର ଏକ ବଳିଦାନ ହବୋର ଅଛି ବୈଥଲହମେ ରେ। ମାରେ ଭାଇ ମାେତେ ଆଦେଶ ଦଇେଛନ୍ତି ସଠାେକକ୍ସ୍ଟ ୟିବା ପାଇଁ। ମୁ ଯଦି ତୁମ୍ଭର ବନ୍ଧକ୍ସ୍ଟ ତବେେ ମାେତେ ୟିବାକକ୍ସ୍ଟ ଦିଅନ୍ତକ୍ସ୍ଟ ଏବଂ ମୁ ମାରେ ଭାଇମାନଙ୍କୁ ଦେଖେ।' ଏଥିପାଇଁ ପ୍ରାଯ ଦାଉଦ ରାଜାଙ୍କ ଟବେକ୍ସ୍ଟଲ ପାଖକକ୍ସ୍ଟ ଆସି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ କହିଲା, ବିନୟ କରୁଅଛି, ମୋତେ ଯିବାକୁ ଦିଅ; କାରଣ ନଗରରେ ମୋର ପରିବାର ପାଇଁ ବଳିଦାନ ହେବାର ଅଛି ଓ ସେଠାରେ ଉପସ୍ଥିତ ହେବା ପାଇଁ ମୋହର ଭାଇ ମୋତେ ଆଜ୍ଞା ଦେଇଅଛନ୍ତି । ଏହେତୁ ମୁଁ ଯେବେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ତେବେ ବିନୟ କରୁଅଛି, ମୋର ଭାଇମାନଙ୍କୁ ଦେଖାଇବା ପାଇଁ ମୋତେ ଛାଡ଼ିଦିଅ । ଏହି କାରଣରୁ ସେ ରାଜାଙ୍କ ମେଜକୁ ଆସି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେ କହିଲେ, ‘ମୋତେ ଯିବାକୁ ଦିଅ, କାରଣ ଆମ ପରିବାରର ଏକ ବଳିଦାନ ବୈଥ୍ଲେହମରେ ହେବାର ଅଛି । ମୋର ଭାଇ ମୋତେ ଆଦେଶ ଦେଇଛନ୍ତି ସେଠାକୁ ଯିବା ପାଇଁ। ମୁଁ ଯଦି ତୁମ୍ଭର ବନ୍ଧୁ ତେବେ ମୋତେ ଯିବାକୁ ଦିଅ ଏବଂ ମୁଁ ମୋର ଭାଇମାନଙ୍କୁ ଦେଖେ।’ ଏଥିପାଇଁ ପ୍ରାୟ ଦାଉଦ ରାଜାଙ୍କ ଟେବୁଲ୍ ପାଖକୁ ଆସି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ କହିଲା, ‘ବିନୟ କରୁଅଛି, ମୋତେ ଯିବାକୁ ଦିଅ; କାରଣ ନଗରରେ ମୋର ପରିବାର ପାଇଁ ବଳିଦାନ ହେବାର ଅଛି ଓ ସେଠାରେ ଉପସ୍ଥିତ ହେବା ପାଇଁ ମୋହର ଭାଇ ମୋତେ ଆଜ୍ଞା ଦେଇଅଛନ୍ତି।’ ଏହେତୁ ମୁଁ ଯେବେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ତେବେ ବିନୟ କରୁଅଛି ମୋର ଭାଇମାନଙ୍କୁ ଦେଖିବା ପାଇଁ ମୋତେ ଛାଡ଼ିଦିଅ। ଏହି କାରଣରୁ ସେ ରାଜାଙ୍କ ମେଜକୁ ଆସି ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଆଉ ସେ କହିଲା, ବିନୟ କରୁଅଛି, ମୋତେ ଯିବାକୁ ଦିଅ; କାରଣ ନଗରରେ ମୋର ପରିବାର ପାଇଁ ବଳିଦାନ ହେବାର ଅଛି ଓ ସେଠାରେ ଉପସ୍ଥିତ ହେବା ପାଇଁ ମୋହର ଭାଇ ମୋତେ ଆଜ୍ଞା ଦେଇଅଛନ୍ତି। ଏହେତୁ ମୁଁ ଯେବେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ତେବେ ବିନୟ କରୁଅଛି ମୋର ଭାଇମାନଙ୍କୁ ଦେଖିବା ପାଇଁ ମୋତେ ଛାଡ଼ିଦିଅ। ଏହି କାରଣରୁ ସେ ରାଜାଙ୍କ ମେଜକୁ ଆସି ନାହିଁ।