1 Samuel 20:3 — Compare Translations
5 translations compared side by side
Odia - 1840
"କିନ୍ତୁ ଦାଉଦ ଦେଲେ, ତକ୍ସ୍ଟମ୍ଭ ବାପା ଭଲଭାବରେ ଜାଣନ୍ତି ଯେ ମୁ ତୁମ୍ଭର ସାଙ୍ଗ। ତକ୍ସ୍ଟମ୍ଭ ବାପା ନିଜକକ୍ସ୍ଟ କହିଲେ, 'ଯୋନାଥନ ନିଶ୍ଚଯ ଏହା ଜାଣି ନଥିବ। ଯଦି ସେ ଜାଣେ ତା'ର ହୃଦଯ ଦକ୍ସ୍ଟଃଖ ରେ ପୂର୍ଣ୍ଣ ହାଇଯେିବ, ସେ ମଧ୍ଯ ଦାଉଦଙ୍କକ୍ସ୍ଟ କହିପାରି ଥାନ୍ତେ।' କିନ୍ତୁ ତୁମ୍ଭେ ଏବଂ ପ୍ରଭକ୍ସ୍ଟ ଜୀବିତ ଥିବା ବେଳେ ମୁ ମୃତକ୍ସ୍ଟ୍ଯର ନିକଟତର ହେଉଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଦାଉଦ ଶପଥ କରି ପୁନର୍ବାର କହିଲେ, ମୁଁ ଯେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ଏହା ତୁମ୍ଭ ପିତା ଉତ୍ତମ ରୂପେ ଜାଣନ୍ତି; ଏଣୁ ସେ କହନ୍ତି, ଯୋନାଥନ ଏହା ନ ଜାଣୁ, ଜାଣିଲେ ସେ ଦୁଃଖିତ ହେବ; ମାତ୍ର ଯାହା ହେଉ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ତୁମ୍ଭ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ କହୁଅଛି ଯେ, ମୋର ଓ ମରଣ ମଧ୍ୟରେ ପହଣ୍ତେ ମାତ୍ର ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଦାଉଦ ଉତ୍ତର ଦେଲେ, “ତୁମ୍ଭ ବାପା ଭଲଭାବରେ ଜାଣନ୍ତି ଯେ ମୁଁ ତୁମ୍ଭର ସାଙ୍ଗ।” ତୁମ୍ଭ ବାପା ନିଜକୁ କହିଲେ, ‘ଯୋନାଥନ ନିଶ୍ଚୟ ଏହା ଜାଣି ନ ଥିବ। ଯଦି ସେ ଜାଣେ ତା’ର ହୃଦୟ ଦୁଃଖରେ ପୂର୍ଣ୍ଣ ହୋଇଯିବ, ସେ ମଧ୍ୟ ଦାଉଦଙ୍କୁ କହି ପାରି ଥା’ନ୍ତେ।’ କିନ୍ତୁ ତୁମ୍ଭେ ଏବଂ ପ୍ରଭୁ ଜୀବିତ ଥିବା ବେଳେ ମୁଁ ମୃତ୍ୟୁର ନିକଟତର ହେଉଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଦାଉଦ ଶପଥ କରି ପୁନର୍ବାର କହିଲେ, “ମୁଁ ଯେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ଏହା ତୁମ୍ଭ ପିତା ଉତ୍ତମ ରୂପେ ଜାଣନ୍ତି; ଏଣୁ ସେ କହନ୍ତି, ଯୋନାଥନ ଏହା ନ ଜାଣୁ, ଜାଣିଲେ ସେ ଦୁଃଖିତ ହେବ; ମାତ୍ର ଯାହାହେଉ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ତୁମ୍ଭ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ କହୁଅଛି ଯେ, ମୋର ଓ ମରଣ ମଧ୍ୟରେ ପାହୁଣ୍ଡେ ମାତ୍ର ଅଛି।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଦାଉଦ ଶପଥ କରି ପୁନର୍ବାର କହିଲେ, ମୁଁ ଯେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ଏହା ତୁମ୍ଭ ପିତା ଉତ୍ତମ ରୂପେ ଜାଣନ୍ତି; ଏଣୁ ସେ କହନ୍ତି, ଯୋନାଥନ ଏହା ନ ଜାଣୁ, ଜାଣିଲେ ସେ ଦୁଃଖିତ ହେବ; ମାତ୍ର ଯାହା ହେଉ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ତୁମ୍ଭ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ କହୁଅଛି ଯେ, ମୋର ଓ ମରଣ ମଧ୍ୟରେ ପାହୁଣ୍ଡେ ମାତ୍ର ଅଛି।