1 Samuel 20:30 — Compare Translations
5 translations compared side by side
Odia - 1840
"ଶାଉଲ ଯୋନାଥନ ଉପରେ ଭୟଙ୍କର ରାଗିଲେ। ସେ ଯୋନାଥନଙ୍କକ୍ସ୍ଟ କହିଲେ, ତକ୍ସ୍ଟ ହେଉଛକ୍ସ୍ଟ ଜଣେ ଦାସୀ ସ୍ତ୍ରୀ ଲୋକର ପକ୍ସ୍ଟତ୍ର। ୟିଏକି ମାନିବା ପାଇଁ ମନାକରେ। ତକ୍ସ୍ଟବି ଠିକ୍ ତା'ପରି, ମୁ ଜାଣେ ତକ୍ସ୍ଟ ଦାଉଦର ପକ୍ଷ ନଇେଛକ୍ସ୍ଟ। ତକ୍ସ୍ଟ ନିଜ ପାଇଁ ଓ ତୋର ମାଆ ପାଇଁ ଅପମାନ ଆଣକ୍ସ୍ଟଛକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଯୋନାଥନ ପ୍ରତି ଶାଉଲଙ୍କ କ୍ରୋଧ ପ୍ରଜ୍ଵଳିତ ହେଲା ଓ ସେ ତାହାକୁ କହିଲେ, ଆରେ ବିପଥଗାମିନୀ ଦ୍ରୋହିଣୀର ପୁତ୍ର, ତୁ ଯେ ଆପଣାର ଲଜ୍ଜା ଓ ଆପଣା ମାତାର ଆବରଣୀୟର ଲଜ୍ଜା ନିମନ୍ତେ ଯିଶୀର ପୁତ୍ରକୁ ମନୋନୀତ କରିଅଛୁ, ଏହା କʼଣ ମୁଁ ଜାଣୁ ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ଯୋନାଥନ ଉପରେ ଭୟଙ୍କର ରାଗିଲେ। ସେ ଯୋନାଥନଙ୍କୁ କହିଲେ, “ତୁ ହେଉଛୁ ଜଣେ ଦାସୀ ସ୍ତ୍ରୀଲୋକର ପୁତ୍ର। ଯିଏ କି ମାନିବା ପାଇଁ ମନାକରେ। ତୁବି ଠିକ୍ ତା’ପରି, ମୁଁ ଜାଣେ ତୁ ଦାଉଦର ପକ୍ଷ ନେଇଛୁ। ତୁ ନିଜ ପାଇଁ ଓ ତୋର ମା ପାଇଁ ଅପମାନ ଆଣୁଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଯୋନାଥନ ପ୍ରତି ଶାଉଲଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା ଓ ସେ ତାହାକୁ କହିଲେ, “ଆରେ ବିପଥଗାମିନୀ ଦ୍ରୋହିଣୀର ପୁତ୍ର, ତୁ ଯେ ଆପଣାର ଲଜ୍ଜା ଓ ଆପଣା ମାତାର ଆବରଣୀୟର ଲଜ୍ଜା ନିମନ୍ତେ ଯିଶୀର ପୁତ୍ରକୁ ମନୋନୀତ କରିଅଛୁ, ଏହା କʼଣ ମୁଁ ଜାଣୁ ନାହିଁ?
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଯୋନାଥନ ପ୍ରତି ଶାଉଲଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା ଓ ସେ ତାହାକୁ କହିଲେ, ଆରେ ବିପଥଗାମିନୀ ଦ୍ରୋହିଣୀର ପୁତ୍ର, ତୁ ଯେ ଆପଣାର ଲଜ୍ଜା ଓ ଆପଣା ମାତାର ଆବରଣୀୟର ଲଜ୍ଜା ନିମନ୍ତେ ଯିଶୀର ପୁତ୍ରକୁ ମନୋନୀତ କରିଅଛୁ, ଏହା କ’ଣ ମୁଁ ଜାଣୁ ନାହିଁ?