1 Samuel 20:31 — Compare Translations

5 translations compared side by side

Odia - 1840
"ୟିଶୀର ପକ୍ସ୍ଟତ୍ର ଏ ପୃଥିବୀ ରେ ଯେତେ ଦିନ ବଞ୍ଚିଥାଏ େସତେ ଦିନ ପର୍ୟ୍ଯନ୍ତ ତୋର ରାଜ୍ଯ ଠିକ୍ ହବେ ନାହିଁ। ତେଣୁ ଲୋକ ପଠାଇ ତାକକ୍ସ୍ଟ ମାେ ପାଖକକ୍ସ୍ଟ ଆଣ କାରଣ ସେ ନିଶ୍ଚଯ ମରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେହି ଯିଶୀର ପୁତ୍ର ଯେଯାଏ ଭୂତଳରେ ବଞ୍ଚିଥାଏ, ସେଯାଏ, ତୁ, କି ତୋʼ ରାଜ୍ୟ ସ୍ଥିର ହେବ ନାହିଁ । ଏଥିପାଇଁ ଏବେ ଲୋକ ପଠାଇ ତାକୁ ମୋʼ କତିକି ଅଣା, କାରଣ ସେ ନିଶ୍ଚୟ ମରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯିଶୀର ପୁତ୍ର ଏ ପୃଥିବୀରେ ଯେତେ ଦିନ ବଞ୍ଚିଥାଏ ସେତେ ଦିନ ପର୍ଯ୍ୟନ୍ତ ତୋର ରାଜ୍ୟ ଠିକ୍ ହେବ ନାହିଁ। ତେଣୁ ଲୋକ ପଠାଇ ତାକୁ ମୋ’ ପାଖକୁ ଆଣ କାରଣ ସେ ନିଶ୍ଚୟ ମରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେହି ଯିଶୀର ପୁତ୍ର ଯେଯାଏ ଭୂତଳରେ ବଞ୍ଚିଥାଏ, ସେଯାଏ, ତୁ, କି ତୋʼ ରାଜ୍ୟ ସ୍ଥିର ହେବ ନାହିଁ। ଏଥିପାଇଁ ଏବେ ଲୋକ ପଠାଇ ତାକୁ ମୋʼ କତିକି ଆଣ, କାରଣ ସେ ନିଶ୍ଚୟ ମରିବ।”
Odia IRV 2017 (ଓଡିଆ ବାଇବେଲ)
କାରଣ ସେହି ଯିଶୀର ପୁତ୍ର ଯେଯାଏ ଭୂତଳରେ ବଞ୍ଚିଥାଏ, ସେଯାଏ, ତୁ, କି ତୋ’ ରାଜ୍ୟ ସ୍ଥିର ହେବ ନାହିଁ। ଏଥିପାଇଁ ଏବେ ଲୋକ ପଠାଇ ତାକୁ ମୋ’ କତିକି ଆଣ, କାରଣ ସେ ନିଶ୍ଚୟ ମରିବ।