1 Samuel 20:32 — Compare Translations

5 translations compared side by side

Odia - 1840
"ଯୋନାଥନ ତା'ର ପିତାଙ୍କୁ ପଗ୍ଭରିଲା, ଦାଉଦକକ୍ସ୍ଟ କାହିଁକି ମାରିବ? ତା'ର ଅପରାଧ କ'ଣ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯୋନାଥନ ଆପଣା ପିତା ଶାଉଲଙ୍କୁ ଉତ୍ତର କରି କହିଲା, ସେ କାହିଁକି ହତ ହେବ? ସେ କଅଣ କରିଅଛି?
Odia Bible ERV 2004 (ପବିତ୍ର ବାଇବଲ)
ଯୋନାଥନ ତା’ର ପିତାଙ୍କୁ ପଗ୍ଭରିଲେ, “ଦାଉଦକୁ କାହିଁକି ମାରିବ? ତା’ର ଅପରାଧ କ’ଣ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯୋନାଥନ ଆପଣା ପିତା ଶାଉଲଙ୍କୁ ଉତ୍ତର କରି କହିଲା, “ସେ କାହିଁକି ହତ ହେବ? ସେ କଅଣ କରିଅଛି?”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯୋନାଥନ ଆପଣା ପିତା ଶାଉଲଙ୍କୁ ଉତ୍ତର କରି କହିଲା, ସେ କାହିଁକି ହତ ହେବ? ସେ କଅଣ କରିଅଛି?