1 Samuel 20:33 — Compare Translations

5 translations compared side by side

Odia - 1840
"କିନ୍ତୁ ଶାଉଲ ଯୋନାଥନଙ୍କକ୍ସ୍ଟ ମାରିବା ପାଇଁ ତା ଉପରକକ୍ସ୍ଟ ବର୍ଚ୍ଛା ଫୋପାଡିଲେ। ତେଣୁ ଯୋନାଥନ ଜାଣିଲା ତାଙ୍କ ବାପା ଦାଉଦଙ୍କକ୍ସ୍ଟ ମାରିବା ପାଇଁ ବହକ୍ସ୍ଟତ ଆଗ୍ରହି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଶାଉଲ ତାହାକୁ ଆଘାତ କରିବା ପାଇଁ ତାହା ଉପରକୁ ଆପଣା ବର୍ଚ୍ଛା ଫୋପାଡ଼ିଲେ; ତଦ୍ଦ୍ଵାରା ଯୋନାଥନ ଜାଣିଲା ଯେ, ଦାଉଦଙ୍କୁ ବଧ କରିବା ଆପଣା ପିତାଙ୍କ ଦ୍ଵାରା ସ୍ଥିରୀକୃତ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଶାଉଲ ଯୋନାଥନଙ୍କୁ ମାରିବା ପାଇଁ ତା’ ଉପରକୁ ବର୍ଚ୍ଛା ଫୋପାଡ଼ିଲେ। ତେଣୁ ଯୋନାଥନ ଜାଣିଲେ ତାଙ୍କ ବାପା ଦାଉଦଙ୍କୁ ମାରିବା ପାଇଁ ବହୁତ ଆଗ୍ରହୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଶାଉଲ ତାହାକୁ ଆଘାତ କରିବା ପାଇଁ ତାହା ଉପରକୁ ଆପଣା ବର୍ଚ୍ଛା ଫୋପାଡ଼ିଲେ; ତଦ୍ଦ୍ୱାରା ଯୋନାଥନ ଜାଣିଲା ଯେ, ଦାଉଦଙ୍କୁ ବଧ କରିବା ଆପଣା ପିତାଙ୍କ ଦ୍ୱାରା ସ୍ଥିରୀକୃତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଶାଉଲ ତାହାକୁ ଆଘାତ କରିବା ପାଇଁ ତାହା ଉପରକୁ ଆପଣା ବର୍ଚ୍ଛା ଫୋପାଡ଼ିଲେ; ତଦ୍ଦ୍ୱାରା ଯୋନାଥନ ଜାଣିଲା ଯେ, ଦାଉଦଙ୍କୁ ବଧ କରିବା ଆପଣା ପିତାଙ୍କ ଦ୍ୱାରା ସ୍ଥିରୀକୃତ ହୋଇଅଛି।