1 Samuel 20:34 — Compare Translations

5 translations compared side by side

Odia - 1840
"ଯୋନାଥନ ବହକ୍ସ୍ଟତ ରାଗିଗଲା ଓ ଖାଇବା ଟବେକ୍ସ୍ଟଲ ପାଖରକ୍ସ୍ଟ ଉଠିଗଲା। ଯୋନାଥନ ତାଙ୍କ ପିତାଙ୍କ ଉପରେ ରାଗିଗଲା ଓ ଦ୍ବିତୀୟଦିନ ଭୋଜି ରେ କିଛି ଖାଇଲା ନାହିଁ। ଯୋନାଥନ ରାଗିଲେ କାରଣ ଶାଉଲ ତାଙ୍କୁ ଅପମାନିତ କଲେ ଆଉ ମଧ୍ଯ ଶାଉଲ ଦାଉଦଙ୍କକ୍ସ୍ଟ ମାରିବାକକ୍ସ୍ଟ ଗ୍ଭହକ୍ସ୍ଟଁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଯୋନାଥନ ପ୍ରଚଣ୍ତ କ୍ରୋଧରେ ମେଜରୁ ଉଠିଲା ଓ ମାସର ଦ୍ଵିତୀୟ ଦିନରେ କିଛି ଭୋଜନ କଲା ନାହିଁ; କାରଣ ତାହାର ପିତା ଦାଉଦଙ୍କର ଅପକାର କରିବାରୁ ସେ ତାଙ୍କ ଲାଗି ଦୁଃଖିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯୋନାଥନ ବହୁତ ରାଗିଗଲେ ଓ ଖାଇବା ଟେବୁଲ୍ ପାଖରୁ ଉଠିଗଲେ। ଯୋନାଥନ ତାଙ୍କ ପିତାଙ୍କ ଉପରେ ରାଗିଗଲେ ଓ ଦ୍ୱିତୀୟ ଦିନ ଭୋଜିରେ କିଛି ଖାଇଲେ ନାହିଁ। ଯୋନାଥନ ରାଗିଲେ କାରଣ ଶାଉଲ ତାଙ୍କୁ ଅପମାନିତ କଲେ ଆଉ ମଧ୍ୟ ଶାଉଲ ଦାଉଦଙ୍କୁ ମାରିବାକୁ ଗ୍ଭହୁଁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଯୋନାଥନ ପ୍ରଚଣ୍ଡ କ୍ରୋଧରେ ମେଜରୁ ଉଠିଲା ଓ ମାସର ଦ୍ୱିତୀୟ ଦିନରେ କିଛି ଭୋଜନ କଲା ନାହିଁ; କାରଣ ତାହାର ପିତା ଦାଉଦଙ୍କର ଅପକାର କରିବାରୁ ସେ ତାଙ୍କ ଲାଗି ଦୁଃଖିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଯୋନାଥନ ପ୍ରଚଣ୍ଡ କ୍ରୋଧରେ ମେଜରୁ ଉଠିଲା ଓ ମାସର ଦ୍ୱିତୀୟ ଦିନରେ କିଛି ଭୋଜନ କଲା ନାହିଁ; କାରଣ ତାହାର ପିତା ଦାଉଦଙ୍କର ଅପକାର କରିବାରୁ ସେ ତାଙ୍କ ଲାଗି ଦୁଃଖିତ ହେଲା।