1 Samuel 20:35 — Compare Translations

5 translations compared side by side

Odia - 1840
"ତା'ପରଦିନ ସକାଳେ ଯୋନାଥନ ସହେି କ୍ଷତକେକ୍ସ୍ଟ ଗଲା। ସମାନଙ୍କେର ଯୋଜନା ଅନକ୍ସ୍ଟସା ରେ ସେ ଦାଉଦଙ୍କକ୍ସ୍ଟ ସାକ୍ଷାତ କରିବାକୁ ଗଲା। ଯୋନାଥନ ତା' ସହିତ ଏକ େଛାଟ ବାଳକକକ୍ସ୍ଟ ମଧ୍ଯ ନଲୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ପ୍ରାତଃକାଳରେ ଯୋନାଥନ ଦାଉଦଙ୍କ ସହିତ ନିରୂପିତ ସମୟରେ କ୍ଷେତ୍ରକୁ ବାହାରି ଗଲା, ଆଉ ତାହା ସଙ୍ଗେ ଗୋଟିଏ ସାନ ବାଳକ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଏବଂ ଯୋନାଥନ ଉଭୟେ ବିଦାୟ ନେଲେ ତା’ ପରଦିନ ସକାଳେ ଯୋନାଥନ ସେହି କ୍ଷେତକୁ ଗଲେ। ସେମାନଙ୍କର ଯୋଜନା ଅନୁସାରେ ସେ ଦାଉଦଙ୍କୁ ସାକ୍ଷାତ କରିବାକୁ ଗଲେ। ଯୋନାଥନ ତାଙ୍କ ସହିତ ଏକ ଛୋଟ ବାଳକକୁ ମଧ୍ୟ ନେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ପ୍ରାତଃକାଳରେ ଯୋନାଥନ ଦାଉଦଙ୍କ ସହିତ ନିରୂପିତ ସମୟରେ କ୍ଷେତ୍ରକୁ ବାହାରିଗଲା, ଆଉ ତାହା ସଙ୍ଗେ ଗୋଟିଏ ସାନ ବାଳକ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ପ୍ରାତଃକାଳରେ ଯୋନାଥନ ଦାଉଦଙ୍କ ସହିତ ନିରୂପିତ ସମୟରେ କ୍ଷେତ୍ରକୁ ବାହାରି ଗଲା, ଆଉ ତାହା ସଙ୍ଗେ ଗୋଟିଏ ସାନ ବାଳକ ଥିଲା।