1 Samuel 20:36 — Compare Translations

5 translations compared side by side

Odia - 1840
"ଯୋନାଥନ ସହେି ବାଳକକକ୍ସ୍ଟ କହିଲା, ତୁମ୍ଭେ ଦୌଡି ମୁ ଯେଉଁ ତୀର ମାରିଲି ସଗେୁଡିକୁ ଗୋଟାଇ ଆଣ। ବାଳକଟି ଦୌଡିବାକକ୍ସ୍ଟ ଲାଗିଲା ଏବଂ ଯୋନାଥନ ସେ ବାଳକ ମକ୍ସ୍ଟଣ୍ତ ଉପରେ ତୀରଗୁଡିକୁ ମାରିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ଆପଣା ବାଳକକୁ କହିଲା, ମୁଁ ଯେଉଁ ତୀର ମାରିବି, ତାହାସବୁ ତୁ ଦୌଡ଼ି ଯାଇ ଖୋଜ୍ । ଏଥିରେ ବାଳକ ଦୌଡ଼ନ୍ତେ, ସେ ତାହା ଉପର ଦେଇ ଯିବାକୁ ତୀର ମାରିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯୋନାଥନ ସେହି ବାଳକକୁ କହିଲେ, “ତୁମ୍ଭେ ଦୌଡ଼ି ଯାଇ ମୁଁ ଯେଉଁ ତୀର ମାରିଲି ସେଗୁଡ଼ିକୁ ଗୋଟାଇ ଆଣ।” ବାଳକଟି ଦୌଡ଼ିବାକୁ ଲାଗିଲା ଏବଂ ଯୋନାଥନ ସେ ବାଳକ ମୁଣ୍ଡ ଉପରେ ତୀରଗୁଡ଼ିକୁ ମାରିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଆପଣା ବାଳକକୁ କହିଲା, “ମୁଁ ଯେଉଁ ତୀର ମାରିବି, ତାହାସବୁ ତୁ ଦୌଡ଼ିଯାଇ ଖୋଜ।” ଏଥିରେ ବାଳକ ଦୌଡ଼ନ୍ତେ, ସେ ତାହା ଉପର ଦେଇ ଯିବାକୁ ତୀର ମାରିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଆପଣା ବାଳକକୁ କହିଲା, ମୁଁ ଯେଉଁ ତୀର ମାରିବି, ତାହାସବୁ ତୁ ଦୌଡ଼ି ଯାଇ ଖୋଜ୍‍। ଏଥିରେ ବାଳକ ଦୌଡ଼ନ୍ତେ, ସେ ତାହା ଉପର ଦେଇ ଯିବାକୁ ତୀର ମାରିଲା।