1 Samuel 20:37 — Compare Translations

5 translations compared side by side

Odia - 1840
"ବାଳକଟି ତୀର ପଡିଥିବା ସ୍ଥାନ ପାଖକକ୍ସ୍ଟ ଗଲା। କିନ୍ତୁ ଯୋନାଥନ ତାଙ୍କୁ ଡାକିଲା, ତୀରଗକ୍ସ୍ଟଡିକ ତୋ ଆଗ ରେ ପଡିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯୋନାଥନ ଯେଉଁ ସ୍ଥାନକୁ ତୀର ମାରିଥିଲା, ସେହି ସ୍ଥାନରେ ବାଳକ ଉପସ୍ଥିତ ହୁଅନ୍ତେ, ଯୋନାଥନ ବାଳକକୁ ଡାକି କହିଲା, ତୀର ତୋʼ ସେପାଖରେ ଅଛି ପରା?
Odia Bible ERV 2004 (ପବିତ୍ର ବାଇବଲ)
ବାଳକଟି ତୀର ପଡ଼ିଥିବା ସ୍ଥାନ ପାଖକୁ ଗଲା। କିନ୍ତୁ ଯୋନାଥନ ତାଙ୍କୁ ଡାକିଲେ, “ତୀରଗୁଡ଼ିକ ତୋ’ ଆଗରେ ପଡ଼ିଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯୋନାଥନ ଯେଉଁ ସ୍ଥାନକୁ ତୀର ମାରିଥିଲା, ସେହି ସ୍ଥାନରେ ବାଳକ ଉପସ୍ଥିତ ହୁଅନ୍ତେ, ଯୋନାଥନ ବାଳକକୁ ଡାକି କହିଲା, “ତୀର ତୋʼ ସେପାଖରେ ଅଛି ପରା?”
Odia IRV 2017 (ଓଡିଆ ବାଇବେଲ)
ଆଉ ଯୋନାଥନ ଯେଉଁ ସ୍ଥାନକୁ ତୀର ମାରିଥିଲା, ସେହି ସ୍ଥାନରେ ବାଳକ ଉପସ୍ଥିତ ହୁଅନ୍ତେ, ଯୋନାଥନ ବାଳକକୁ ଡାକି କହିଲା, ତୀର ତୋ’ ସେପାଖରେ ଅଛି ପରା?