1 Samuel 20:38 — Compare Translations

5 translations compared side by side

Odia - 1840
"ଯୋନାଥନ ଚିତ୍କାର କରି କହିଲା, ଶିଘ୍ର ଦୌଡି ଓ ସଗେୁଡିକୁ ସଂଗ୍ରହ କର। ସଠାେରେ ଛିଡା ହକ୍ସ୍ଟଅ ନାହିଁ। ବାଳକଟି ତୀରଗୁଡିକୁ ସଂଗ୍ରହ କଲା ଓ ତା'ର ମକ୍ସ୍ଟନୀବକକ୍ସ୍ଟ ଆଣି ଦଲୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ଯୋନାଥନ ବାଳକକୁ ଡାକି କହିଲା, ଚଞ୍ଚଳ ଦୌଡ଼୍, ରହ ନା । ତହିଁରେ ଯୋନାଥନର ବାଳକ ତୀର ସାଉଣ୍ଟି ଆପଣା ପ୍ରଭୁ ନିକଟକୁ ଆସିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯୋନାଥନ ଚିତ୍କାର କରି କହିଲେ, “ଶୀଘ୍ର ଦୌଡ଼ ଓ ସେଗୁଡ଼ିକୁ ସଂଗ୍ରହ କର। ସେଠାରେ ଛିଡ଼ା ହୁଅ ନାହିଁ।” ବାଳକଟି ତୀରଗୁଡ଼ିକୁ ସଂଗ୍ରହ କଲା ଓ ତା’ର ମୁନିବକୁ ଆଣି ଦେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ଯୋନାଥନ ବାଳକକୁ ଡାକି କହିଲା, “ଚଞ୍ଚଳ ଦୌଡ଼୍‍, ରହ ନା।” ତହିଁରେ ଯୋନାଥନର ବାଳକ ତୀର ସାଉଣ୍ଟି ଆପଣା ପ୍ରଭୁ ନିକଟକୁ ଆସିଲା।
Odia IRV 2017 (ଓଡିଆ ବାଇବେଲ)
ଆହୁରି ଯୋନାଥନ ବାଳକକୁ ଡାକି କହିଲା, ଚଞ୍ଚଳ ଦୌଡ଼୍‍, ରହ ନା। ତହିଁରେ ଯୋନାଥନର ବାଳକ ତୀର ସାଉଣ୍ଟି ଆପଣା ପ୍ରଭୁ ନିକଟକୁ ଆସିଲା।