1 Samuel 20:39 — Compare Translations
5 translations compared side by side
Odia - 1840
"କ'ଣ ଗ୍ଭଲିଥିଲା ବାଳକଟି ଏ ବିଷଯ ରେ କିଛି ଜାଣି ନଥିଲା। କବଳେ ଯୋନାଥନ ଓ ଦାଉଦ ଏକଥା ଜାଣିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେ ବାଳକ କିଛି ଜାଣିଲା ନାହିଁ; କେବଳ ଯୋନାଥନ ଓ ଦାଉଦ ସେ କଥା ଜାଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
କ’ଣ ଗ୍ଭଲିଥିଲା ବାଳକଟି ଏ ବିଷୟରେ କିଛି ଜାଣି ନ ଥିଲା। କେବଳ ଯୋନାଥନ ଓ ଦାଉଦ ଏ କଥା ଜାଣିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେ ବାଳକ କିଛି ଜାଣିଲା ନାହିଁ; କେବଳ ଯୋନାଥନ ଓ ଦାଉଦ ସେ କଥା ଜାଣିଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେ ବାଳକ କିଛି ଜାଣିଲା ନାହିଁ; କେବଳ ଯୋନାଥନ ଓ ଦାଉଦ ସେ କଥା ଜାଣିଲେ।