1 Samuel 20:4 — Compare Translations

5 translations compared side by side

Odia - 1840
"ଯୋନାଥନ ଦାଉଦଙ୍କକ୍ସ୍ଟ କହିଲେ, ତୁମ୍ଭେ ଯାହା ଗ୍ଭହିଁବ ମୁ ତାହା କରିବାକୁ ପ୍ରସ୍ତକ୍ସ୍ଟତ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଯୋନାଥନ ଦାଉଦଙ୍କୁ କହିଲା, ତୁମ୍ଭ ପ୍ରାଣ ଯାହା ବାଞ୍ଛା କରେ, ତାହା ମୁଁ ତୁମ୍ଭ ପାଇଁ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ଯୋନାଥନ ଦାଉଦଙ୍କୁ କହିଲେ, “ତୁମ୍ଭେ ଯାହା ଗ୍ଭହିଁବ ମୁଁ ତାହା କରିବାକୁ ପ୍ରସ୍ତୁତ ଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଯୋନାଥନ ଦାଉଦଙ୍କୁ କହିଲା, “ତୁମ୍ଭ ପ୍ରାଣ ଯାହା ବାଞ୍ଛା କରେ, ତାହା ମୁଁ ତୁମ୍ଭ ପାଇଁ କରିବି।”
Odia IRV 2017 (ଓଡିଆ ବାଇବେଲ)
ତେବେ ଯୋନାଥନ ଦାଉଦଙ୍କୁ କହିଲା, ତୁମ୍ଭ ପ୍ରାଣ ଯାହା ବାଞ୍ଛା କରେ, ତାହା ମୁଁ ତୁମ୍ଭ ପାଇଁ କରିବି।