1 Samuel 20:40 — Compare Translations
5 translations compared side by side
Odia - 1840
"ଯୋନାଥନ ବାଳକଟିକକ୍ସ୍ଟ ଧନକ୍ସ୍ଟ ଏବଂ ତୀରଗକ୍ସ୍ଟଡିକ ଦେଲେ। ତା'ପରେ ସେ ବାଳକକକ୍ସ୍ଟ କହିଲେ, ସହରକକ୍ସ୍ଟ ଫରେିୟାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଯୋନାଥନ ଆପଣା ବାଳକ ହସ୍ତରେ ଆପଣା ଶସ୍ତ୍ରାଦି ଦେଇ ତାହାକୁ କହିଲା, ଯା, ଏସବୁ ନଗରକୁ ନେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋନାଥନ ବାଳକଟିକୁ ଧନୁ ଏବଂ ତୀରଗୁଡ଼ିକ ଦେଲେ। ତା’ପରେ ସେ ବାଳକକୁ କହିଲେ, ସହରକୁ ଫେରିଯାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଯୋନାଥନ ଆପଣା ବାଳକ ହସ୍ତରେ ଆପଣା ଶସ୍ତ୍ରାଦି ଦେଇ ତାହାକୁ କହିଲା, “ଯା, ଏସବୁ ନଗରକୁ ନେ।”
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଯୋନାଥନ ଆପଣା ବାଳକ ହସ୍ତରେ ଆପଣା ଶସ୍ତ୍ରାଦି ଦେଇ ତାହାକୁ କହିଲା, ଯା, ଏସବୁ ନଗରକୁ ନେ।