1 Samuel 20:41 — Compare Translations
5 translations compared side by side
Odia - 1840
"ଯେତବେେଳେ ବାଳକଟି ପଳାଇଗଲା, ଦାଉଦ ଲକ୍ସ୍ଟଚିଥିବା ସ୍ଥାନରକ୍ସ୍ଟ ପର୍ବତର ଅପରପାଶର୍ବକକ୍ସ୍ଟ ପଳାଇଲା। ଦାଉଦ ମକ୍ସ୍ଟଣ୍ତ ନକ୍ସ୍ଟଆଇଁ ଯୋନାଥନକକ୍ସ୍ଟ ତିନିଥର ପ୍ରମାଣ କଲା। ଦାଉଦ ଓ ଯୋନାଥନ ପରସ୍ପରକକ୍ସ୍ଟ ଚକ୍ସ୍ଟମ୍ବନ କଲେ। ସମାନେେ ଉଭୟ ମଧ୍ଯ କାନ୍ଦିଲେ। କିନ୍ତୁ ଦାଉଦ ଯୋନାଥନଙ୍କଠାରକ୍ସ୍ଟ ଅଧିକ କାନ୍ଦିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ବାଳକ ଯିବା ମାତ୍ରେ ଦାଉଦ ଦକ୍ଷିଣ ଆଡ଼ର ଏକ ସ୍ଥାନରୁ ଉଠିଲେ ଓ ଭୂମିଷ୍ଠ ହୋଇ ତିନିଥର ପ୍ରଣାମ କଲେ; ପୁଣି ସେମାନେ ପରସ୍ପରକୁ ଚୁମ୍ଵନ କଲେ ଓ ଏକ ଆରେକ ସଙ୍ଗେ ରୋଦନ କଲେ, ମାତ୍ର ଦାଉଦ ବଳି ପଡ଼ିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ବାଳକଟି ପଳାଇଗଲା, ଦାଉଦ ଲୁଚିଥିବା ସ୍ଥାନରୁ ପର୍ବତର ଅପରପାର୍ଶ୍ୱକୁ ପଳାଇଲେ। ଦାଉଦ ମୁଣ୍ଡ ନୁଆଇଁ ଯୋନାଥନକୁ ତିନିଥର ପ୍ରଣାମ କଲେ। ଦାଉଦ ଓ ଯୋନାଥନ ପରସ୍ପରକୁ ଚୁମ୍ବନ କଲେ। ସେମାନେ ଉଭୟେ ମଧ୍ୟ କାନ୍ଦିଲେ। କିନ୍ତୁ ଦାଉଦ ଯୋନାଥନଙ୍କଠାରୁ ଅଧିକ କାନ୍ଦିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ବାଳକ ଯିବା ମାତ୍ରେ ଦାଉଦ ଦକ୍ଷିଣ ଆଡ଼ର ଏକ ସ୍ଥାନରୁ ଉଠିଲେ ଓ ଭୂମିଷ୍ଠ ହୋଇ ତିନି ଥର ପ୍ରଣାମ କଲେ; ପୁଣି, ସେମାନେ ପରସ୍ପରକୁ ଚୁମ୍ବନ କଲେ ଓ ଏକଆରେକ ସଙ୍ଗେ ରୋଦନ କଲେ, ମାତ୍ର ଦାଉଦ ବଳି ପଡ଼ିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ବାଳକ ଯିବା ମାତ୍ରେ ଦାଉଦ ଦକ୍ଷିଣ ଆଡ଼ର ଏକ ସ୍ଥାନରୁ ଉଠିଲେ ଓ ଭୂମିଷ୍ଠ ହୋଇ ତିନି ଥର ପ୍ରଣାମ କଲେ; ପୁଣି, ସେମାନେ ପରସ୍ପରକୁ ଚୁମ୍ବନ କଲେ ଓ ଏକ ଆରେକ ସଙ୍ଗେ ରୋଦନ କଲେ, ମାତ୍ର ଦାଉଦ ବଳି ପଡ଼ିଲେ।