1 Samuel 20:42 — Compare Translations

5 translations compared side by side

Odia - 1840
"ଯୋନାଥନ ଦାଉଦଙ୍କକ୍ସ୍ଟ କହିଲେ, ତୁମ୍ଭେ ଶାନ୍ତି ରେ ୟାଅ। ଆମ୍ଭେ ଓ ସଦାପ୍ରଭୁଙ୍କ ନିକଟରେ ଶପଥ କରିଛକ୍ସ୍ଟ, ଆମ୍ଭେ ସର୍ବଦା ବନ୍ଧକ୍ସ୍ଟ ହାଇେ ରହିବା। ଆମ୍ଭେ କହିଲକ୍ସ୍ଟ ଯେ, ଆମ୍ଭେ ଓ ଆମ୍ଭ ସଦାପ୍ରଭୁ ଚିରଦିନ ପାଇଁ ଆମ୍ଭ ଓ ଆମ୍ଭର ବଂଶଧରମାନଙ୍କର ସାକ୍ଷୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଯୋନାଥନ ଦାଉଦଙ୍କୁ କହିଲା, କୁଶଳରେ ଯାଅ, ଆମ୍ଭେ ଦୁହେଁ ତ ସଦାପ୍ରଭୁଙ୍କ ନାମରେ ଶପଥ କରି କହିଅଛୁ, ସଦାପ୍ରଭୁ ସର୍ବଦା ମୋର ଓ ତୁମ୍ଭର, ପୁଣି ମୋʼ ବଂଶ ଓ ତୁମ୍ଭ ବଂଶର ମଧ୍ୟବର୍ତ୍ତୀ ହେଉନ୍ତୁ । ତହୁଁ ସେ ଉଠି ପ୍ରସ୍ଥାନ କଲେ, ପୁଣି ଯୋନାଥନ ନଗରକୁ ଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯୋନାଥନ ଦାଉଦଙ୍କୁ କହିଲେ, “ତୁମ୍ଭେ ଶାନ୍ତିରେ ଯାଅ। ଆମ୍ଭେ ସଦାପ୍ରଭୁଙ୍କ ନିକଟରେ ଶପଥ କରିଅଛୁ, ଆମ୍ଭେ ସର୍ବଦା ବନ୍ଧୁ ହୋଇ ରହିବା। ଆମ୍ଭେ କହିଲୁ ଯେ, ଆମ୍ଭେ ଓ ଆମ୍ଭ ସଦାପ୍ରଭୁ ଚିରଦିନ ପାଇଁ ଆମ୍ଭ ଓ ଆମ୍ଭର ବଂଶଧରମାନଙ୍କର ସାକ୍ଷୀ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଯୋନାଥନ ଦାଉଦଙ୍କୁ କହିଲା, “କୁଶଳରେ ଯାଅ, ଆମ୍ଭେ ଦୁହେଁ ତ ସଦାପ୍ରଭୁଙ୍କ ନାମରେ ଶପଥ କରି କହିଅଛୁ, ସଦାପ୍ରଭୁ ସର୍ବଦା ମୋର ଓ ତୁମ୍ଭର, ପୁଣି, ମୋʼ ବଂଶ ଓ ତୁମ୍ଭ ବଂଶର ମଧ୍ୟବର୍ତ୍ତୀ ହେଉନ୍ତୁ।” ତହୁଁ ସେ ଉଠି ପ୍ରସ୍ଥାନ କଲେ, ପୁଣି, ଯୋନାଥନ ନଗରକୁ ଗଲା।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଯୋନାଥନ ଦାଉଦଙ୍କୁ କହିଲା, କୁଶଳରେ ଯାଅ, ଆମ୍ଭେ ଦୁହେଁ ତ ସଦାପ୍ରଭୁଙ୍କ ନାମରେ ଶପଥ କରି କହିଅଛୁ, ସଦାପ୍ରଭୁ ସର୍ବଦା ମୋର ଓ ତୁମ୍ଭର, ପୁଣି, ମୋ’ ବଂଶ ଓ ତୁମ୍ଭ ବଂଶର ମଧ୍ୟବର୍ତ୍ତୀ ହେଉନ୍ତୁ। ତହୁଁ ସେ ଉଠି ପ୍ରସ୍ଥାନ କଲେ, ପୁଣି, ଯୋନାଥନ ନଗରକୁ ଗଲା।