1 Samuel 20:5 — Compare Translations

5 translations compared side by side

Odia - 1840
"ତା'ପରେ ଦାଉଦ କହିଲେ, ଦେଖ ଆସନ୍ତା କାଲି ଅମାବାସ୍ଯାର ଭୋଜି। ମାେତେ କାଲି ରାଜାଙ୍କ ସହିତ ଭୋଜନ କରିବାକୁ ପଡିବ କିନ୍ତୁ ମାେତେ ସଂନ୍ଧ୍ଯା ପର୍ୟ୍ଯନ୍ତ କ୍ଷତେ ରେ ଲକ୍ସ୍ଟଚିବାକକ୍ସ୍ଟ ଅନକ୍ସ୍ଟମତି ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଦାଉଦ ଯୋନାଥନକୁ କହିଲେ, ଦେଖ, କାଲି ଅମାବାସ୍ୟା, ପୁଣି ରାଜାଙ୍କ ସଙ୍ଗେ ଭୋଜନରେ ବସିବା ପାଇଁ ମୋତେ ତ୍ରୁଟି କରିବାକୁ ହେବ ନାହିଁ; ମାତ୍ର ମୋତେ ଯିବାକୁ ଦିଅ, ମୁଁ ତୃତୀୟ ଦିନର ସନ୍ଧ୍ୟା ପର୍ଯ୍ୟନ୍ତ କ୍ଷେତ୍ରରେ ଲୁଚି ରହିବି ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଦାଉଦ କହିଲେ, “ଦେଖ ଆସନ୍ତା କାଲି ଅମାବାସ୍ୟାର ଭୋଜି। ମୋତେ କାଲି ରାଜାଙ୍କ ସହିତ ଭୋଜନ କରିବାକୁ ପଡ଼ିବ କିନ୍ତୁ ମୋତେ ସନ୍ଧ୍ୟା ପର୍ଯ୍ୟନ୍ତ କ୍ଷେତରେ ଲୁଚିବାକୁ ଅନୁମତି ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଦାଉଦ ଯୋନାଥନକୁ କହିଲେ, “ଦେଖ, କାଲି ଅମାବାସ୍ୟା, ପୁଣି, ରାଜାଙ୍କ ସଙ୍ଗେ ଭୋଜନରେ ବସିବା ପାଇଁ ମୋତେ ତ୍ରୁଟି କରିବାକୁ ହେବ ନାହିଁ; ମାତ୍ର ମୋତେ ଯିବାକୁ ଦିଅ, ମୁଁ ତୃତୀୟ ଦିନର ସନ୍ଧ୍ୟା ପର୍ଯ୍ୟନ୍ତ କ୍ଷେତ୍ରରେ ଲୁଚି ରହିବି।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଦାଉଦ ଯୋନାଥନକୁ କହିଲେ, ଦେଖ, କାଲି ଅମାବାସ୍ୟା, ପୁଣି, ରାଜାଙ୍କ ସଙ୍ଗେ ଭୋଜନରେ ବସିବା ପାଇଁ ମୋତେ ତ୍ରୁଟି କରିବାକୁ ହେବ ନାହିଁ; ମାତ୍ର ମୋତେ ଯିବାକୁ ଦିଅ, ମୁଁ ତୃତୀୟ ଦିନର ସନ୍ଧ୍ୟା ପର୍ଯ୍ୟନ୍ତ କ୍ଷେତ୍ରରେ ଲୁଚି ରହିବି।