1 Samuel 20:6 — Compare Translations

5 translations compared side by side

Odia - 1840
"ଯଦି ତୁମ୍ଭର ବାପା ଭୋଜି ରେ ମାରେ ଅନକ୍ସ୍ଟପସ୍ଥିତ ଲକ୍ଷ୍ଯ କରନ୍ତି, ତୁମ୍ଭେ ତାଙ୍କୁ କକ୍ସ୍ଟହ, 'ଦାଉଦ ତା'ର ବୈଥଲହମେସ୍ଥିତ ତା'ର ପରିବାରର ଗୃହକକ୍ସ୍ଟ ୟିବ ବୋଲି, ତାକକ୍ସ୍ଟ ୟିବାକକ୍ସ୍ଟ ଦବୋ ପାଇଁ ଅନକ୍ସ୍ଟ ରୋଧ କଲା। କାରଣ ତାଙ୍କର ପରିବାର ସଠାେରେ ସମାନଙ୍କେର ବାର୍ଷିକ ବଳିଦାନ କରାୟିବ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ତୁମ୍ଭ ପିତା ମୋʼ ବିଷୟ କିଛି ପଚାରିବେ, ତେବେ କହିବ, ଦାଉଦ ଆପଣା ନଗର ବେଥ୍ଲିହିମ୍କୁ ଧାଇଁ ଯିବା ପାଇଁ ମୋତେ ବହୁତ କହିଲା, କାରଣ ସେସ୍ଥାନରେ ସମୁଦାୟ ପରିବାର ନିମନ୍ତେ ବାର୍ଷିକ ବଳିଦାନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭର ବାପା ଭୋଜିରେ ମୋର ଅନୁପସ୍ଥିତ ଲକ୍ଷ୍ୟ କରନ୍ତି, ତୁମ୍ଭେ ତାଙ୍କୁ କୁହ, ‘ଦାଉଦ ତା’ର ବୈ‌ଥ୍‌ଲେହମସ୍ଥିତ ତା’ର ପରିବାରର ଗୃହକୁ ଯିବ ବୋଲି, ତାକୁ ଯିବାକୁ ଦେବା ପାଇଁ ଅନୁରୋଧ କଲା। କାରଣ ତାଙ୍କର ପରିବାର ସେଠାରେ ସେମାନଙ୍କର ବାର୍ଷିକ ବଳିଦାନ କରାଯିବ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେବେ ତୁମ୍ଭ ପିତା ମୋʼ ବିଷୟ କିଛି ପଚାରିବେ, ତେବେ କହିବ, ‘ଦାଉଦ ଆପଣା ନଗର ବେଥଲିହିମକୁ ଧାଇଁ ଯିବା ପାଇଁ ମୋତେ ବହୁତ କହିଲା, କାରଣ ସେସ୍ଥାନରେ ସମୁଦାୟ ପରିବାର ନିମନ୍ତେ ବାର୍ଷିକ ବଳିଦାନ ହେବ।’
Odia IRV 2017 (ଓଡିଆ ବାଇବେଲ)
ଯେବେ ତୁମ୍ଭ ପିତା ମୋ’ ବିଷୟ କିଛି ପଚାରିବେ, ତେବେ କହିବ, ଦାଉଦ ଆପଣା ନଗର ବେଥଲିହିମକୁ ଧାଇଁ ଯିବା ପାଇଁ ମୋତେ ବହୁତ କହିଲା, କାରଣ ସେସ୍ଥାନରେ ସମୁଦାୟ ପରିବାର ନିମନ୍ତେ ବାର୍ଷିକ ବଳିଦାନ ହେବ।