1 Samuel 20:7 — Compare Translations

5 translations compared side by side

Odia - 1840
"ଯଦି ତୁମ୍ଭର ବାପା କହନ୍ତି, 'ଠିକ୍ ଅଛି,' ମୁ ଏବେ ନିରାପଦ କିନ୍ତୁ ତୁମ୍ଭର ପିତା ଯଦି ରାଗନ୍ତି, ତବେେ ତୁମ୍ଭେ ଜାଣିବ ଯେ ସେ ମାେତେ ମାରିବାକକ୍ସ୍ଟ ସ୍ଥିର କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେ ଯେବେ କହିବେ, ଭଲ, ତେବେ ତୁମ୍ଭ ଦାସର କୁଶଳ ହେବ; ମାତ୍ର ସେ ଯେବେ ଅତି କ୍ରୋଧ କରନ୍ତି, ତେବେ ଜାଣ ଯେ, ତାଙ୍କ ଦ୍ଵାରା ଅମଙ୍ଗଳ ସ୍ଥିର ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭର ବାପା କହନ୍ତି, ‘ଠିକ୍ ଅଛି,’ ମୁଁ ଏବେ ନିରାପଦ କିନ୍ତୁ ତୁମ୍ଭର ପିତା ଯଦି ରାଗନ୍ତି, ତେବେ ତୁମ୍ଭେ ଜାଣିବ ଯେ ସେ ମୋତେ ମାରିବାକୁ ସ୍ଥିର କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେ ଯେବେ କହିବେ, ‘ଭଲ,’ ତେବେ ତୁମ୍ଭ ଦାସର କୁଶଳ ହେବ; ମାତ୍ର ସେ ଯେବେ ଅତି କ୍ରୋଧ କରନ୍ତି, ତେବେ ଜାଣ ଯେ, ତାଙ୍କ ଦ୍ୱାରା ଅମଙ୍ଗଳ ସ୍ଥିର ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେ ଯେବେ କହିବେ, ଭଲ, ତେବେ ତୁମ୍ଭ ଦାସର କୁଶଳ ହେବ; ମାତ୍ର ସେ ଯେବେ ଅତି କ୍ରୋଧ କରନ୍ତି, ତେବେ ଜାଣ ଯେ, ତାଙ୍କ ଦ୍ୱାରା ଅମଙ୍ଗଳ ସ୍ଥିର ହୋଇଅଛି।