1 Samuel 20:8 — Compare Translations

5 translations compared side by side

Odia - 1840
"ଯୋନାଥନ ମାେ ଉପରେ ଦୟାକର, ମୁ ତୁମ୍ଭର ଦାସ ଅଟେ। ତୁମ୍ଭେ ମାେ ସହିତ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ଏକ ଚକ୍ସ୍ଟକ୍ତି କଲ। ଯଦି ମୁ ଦୋଷି ତବେେ ତୁମ୍ଭେ ମାେତେ ମାରି ଦିଅ। କିନ୍ତୁ ଦୟାକରି ମାେତେ ତକ୍ସ୍ଟମ୍ଭ ପିତାଙ୍କ ପାଖକକ୍ସ୍ଟ ନିଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ତୁମ୍ଭେ ଆପଣାର ଦାସ ପ୍ରତି ଦୟା କର; କାରଣ ତୁମ୍ଭେ ଆପଣା ସହିତ ଆପଣା ଦାସକୁ ସଦାପ୍ରଭୁଙ୍କ ଏକ ନିୟମରେ ଆବଦ୍ଧ କରିଅଛ; ମାତ୍ର ମୋହର ଯେବେ କୌଣସି ଅପରାଧ ଥାଏ, ତେବେ ତୁମ୍ଭେ ନିଜେ ମୋତେ ବଧ କର; ତୁମ୍ଭ ପିତାଙ୍କ ନିକଟକୁ କାହିଁକି ମୋତେ ନେଇ ଯିବ?
Odia Bible ERV 2004 (ପବିତ୍ର ବାଇବଲ)
ଯୋନାଥନ ମୋ’ ଉପରେ ଦୟାକର, ମୁଁ ତୁମ୍ଭର ଦାସ ଅଟେ। ତୁମ୍ଭେ ମୋ’ ସହିତ ସଦାପ୍ରଭୁଙ୍କ ସମ୍ମୁଖରେ ଏକ ଚୁକ୍ତି କଲ। ଯଦି ମୁଁ ଦୋଷି ତେବେ ତୁମ୍ଭେ ମୋତେ ମାରି ଦିଅ। କିନ୍ତୁ ଦୟାକରି ମୋତେ ତୁମ୍ଭ ପିତାଙ୍କ ପାଖକୁ ନିଅ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ତୁମ୍ଭେ ଆପଣାର ଦାସ ପ୍ରତି ଦୟା କର; କାରଣ ତୁମ୍ଭେ ଆପଣା ସହିତ ଆପଣା ଦାସକୁ ସଦାପ୍ରଭୁଙ୍କ ଏକ ନିୟମରେ ଆବଦ୍ଧ କରିଅଛ; ମାତ୍ର ମୋହର ଯେବେ କୌଣସି ଅପରାଧ ଥାଏ, ତେବେ ତୁମ୍ଭେ ନିଜେ ମୋତେ ବଧ କର; ତୁମ୍ଭ ପିତାଙ୍କ ନିକଟକୁ କାହିଁକି ମୋତେ ନେଇଯିବ?”
Odia IRV 2017 (ଓଡିଆ ବାଇବେଲ)