1 Samuel 20:9 — Compare Translations

5 translations compared side by side

Odia - 1840
"ଯୋନାଥନ କହିଲେ, କଦାପି ନକ୍ସ୍ଟ ହେଁ। ଯଦି ମୁ ଏହା ଜାଣେ ଯେ ମାରେ ବାପା ତୁମ୍ଭକୁ ମାରିବାକକ୍ସ୍ଟ ଯୋଜନା କରିଛନ୍ତି ତବେେ ମୁ ତୁମ୍ଭକୁ ସତର୍କ କରାଇ ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯୋନାଥନ କହିଲା, ତାହା ତୁମ୍ଭଠାରୁ ଦୂର ହେଉ; କାରଣ ତୁମ୍ଭ ପ୍ରତି ଅମଙ୍ଗଳ ଘଟଣା ମୋʼ ପିତାଙ୍କ ଦ୍ଵାରା ସ୍ଥିର ହୋଇଥିବାର ଯେବେ ମୁଁ ଜାଣିବି, ତେବେ ମୁଁ କି ତାହା ତୁମ୍ଭକୁ କହିବି ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ଯୋନାଥନ କହିଲେ, “କଦାପି ନୁହେଁ। ଯଦି ମୁଁ ଏହା ଜାଣେ ଯେ ମୋର ବାପା ତୁମ୍ଭକୁ ମାରିବାକୁ ଯୋଜନା କରିଛନ୍ତି ତେବେ ମୁଁ ତୁମ୍ଭକୁ ସତର୍କ କରାଇ ଦେବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯୋନାଥନ କହିଲା, “ତାହା ତୁମ୍ଭଠାରୁ ଦୂର ହେଉ; କାରଣ ତୁମ୍ଭ ପ୍ରତି ଅମଙ୍ଗଳ ଘଟଣା ମୋʼ ପିତାଙ୍କ ଦ୍ୱାରା ସ୍ଥିର ହୋଇଥିବାର ଯେବେ ମୁଁ ଜାଣିବି, ତେବେ ମୁଁ କି ତାହା ତୁମ୍ଭକୁ କହିବି ନାହିଁ?”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯୋନାଥନ କହିଲା, ତାହା ତୁମ୍ଭଠାରୁ ଦୂର ହେଉ; କାରଣ ତୁମ୍ଭ ପ୍ରତି ଅମଙ୍ଗଳ ଘଟଣା ମୋ’ ପିତାଙ୍କ ଦ୍ୱାରା ସ୍ଥିର ହୋଇଥିବାର ଯେବେ ମୁଁ ଜାଣିବି, ତେବେ ମୁଁ କି ତାହା ତୁମ୍ଭକୁ କହିବି ନାହିଁ?