1 Samuel 21:1 — Compare Translations
5 translations compared side by side
Odia - 1840
"ତା'ପରେ ଦାଉଦ ପଳାଇଲେ ଏବଂ ଯୋନାଥନ ସହରକକ୍ସ୍ଟ ଫରେିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଦାଉଦ ନୋବରେ ଅହୀମେଲକ୍ ଯାଜକ ନିକଟକୁ ଆସିଲେ; ତହିଁରେ ଅହୀମେଲକ୍ କମ୍ପମାନ ହୋଇ ଦାଉଦଙ୍କୁ ସାକ୍ଷାତ୍ କରିବାକୁ ଆସି ତାଙ୍କୁ କହିଲା, ତୁମ୍ଭ ସଙ୍ଗରେ କୌଣସି ଲୋକ ନାହିଁ, ତୁମ୍ଭେ ଏକା କାହିଁକି?
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଯାଜକ ଅହୀମେଲକକୁ ଦେଖିବାକୁ ଗଲେ ତା’ପରେ ଦାଉଦ ପଳାଇଲେ ଏବଂ ଯୋନାଥନ ସହରକୁ ଫେରିଗଲେ। ଦାଉଦ ନୋବକୁ ଗଲେ। ଯାଜକ ଅହୀମେଲକକୁ ଦେଖା କରିବାକୁ ଗଲେ। ଅହୀମେଲକ ଦାଉଦକୁ ଦେଖିବା ପାଇଁ ବାହାରକୁ ଆସିଲେ ଓ ସେ ଭୟରେ ଥରୁଥିଲେ। ଅହୀମେଲକ ଦାଉଦଙ୍କୁ ପଗ୍ଭରିଲେ, “ତୁମ୍ଭେ କାହିଁକି ଏକା ଆସିଛ? ତୁମ୍ଭ ସହିତ ଆଉ କେହି ଆସିଲେ ନାହିଁ କାହିଁକି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଦାଉଦ ନୋବରେ ଅହୀମେଲକ୍ ଯାଜକ ନିକଟକୁ ଆସିଲେ; ତହିଁରେ ଅହୀମେଲକ୍ କମ୍ପମାନ ହୋଇ ଦାଉଦଙ୍କୁ ସାକ୍ଷାତ କରିବାକୁ ଆସି ତାଙ୍କୁ କହିଲା, “ତୁମ୍ଭ ସଙ୍ଗରେ କୌଣସି ଲୋକ ନାହିଁ, ତୁମ୍ଭେ ଏକା କାହିଁକି?”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଦାଉଦ ନୋବରେ ଅହୀମେଲକ୍ ଯାଜକ ନିକଟକୁ ଆସିଲେ; ତହିଁରେ ଅହୀମେଲକ୍ କମ୍ପମାନ ହୋଇ ଦାଉଦଙ୍କୁ ସାକ୍ଷାତ କରିବାକୁ ଆସି ତାଙ୍କୁ କହିଲା, ତୁମ୍ଭ ସଙ୍ଗରେ କୌଣସି ଲୋକ ନାହିଁ, ତୁମ୍ଭେ ଏକା କାହିଁକି?