1 Samuel 21:11 — Compare Translations
5 translations compared side by side
Odia - 1840
"ସହେିଦିନ ଦାଉଦ ଶାଉଲଙ୍କଠାରକ୍ସ୍ଟ ପଳାଯନ କଲେ। ଦାଉଦ ଗାଥର ରାଜା ଆଖୀଶଙ୍କ ନିକଟକକ୍ସ୍ଟ ପଳାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଆଖୀଶ୍ର ଦାସମାନେ ତାକୁ କହିଲେ, ଏହି ଦାଉଦ କି ଦେଶର ରାଜା ନୁହନ୍ତି? ପୁଣି ଲୋକମାନେ ତାଙ୍କ ବିଷୟରେ ନୃତ୍ୟ କରି କି ପରସ୍ପର କହି ନ ଥିଲେ, ଶାଉଲ ବଧ କଲେ ସହସ୍ର ସହସ୍ର, ଦାଉଦ ବଧ କଲେ ଅୟୁତ ଅୟୁତ?
Odia Bible ERV 2004 (ପବିତ୍ର ବାଇବଲ)
ଆଖୀଶ୍ଙ୍କର ଦାସମାନେ ଏହାକୁ ପସନ୍ଦ କଲେ ନାହିଁ। ସେମାନେ କହିଲେ, “ଦାଉଦ ହେଉଛନ୍ତି ଇସ୍ରାଏଲ ଭୂଖଣ୍ତର ରାଜା। ଇସ୍ରାଏଲର ଲୋକମାନେ ତାଙ୍କ ବିଷୟରେ ନାଚି ନାଚି ଗୀତ ଗାଇ ଏହା କହିଲେ। ସେ ଲୋକମାନେ ଦାଉଦଙ୍କ ବିଷୟରେ ପରସ୍ପର ନାଚକରି କହିଥିଲେ, “ଶାଉଲ ହତ୍ୟା କଲେ ସହସ୍ର ସହସ୍ର ଦାଉଦ ହତ୍ୟା କଲେ ଅୟୁତ ଅୟୁତ”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଆଖୀଶ୍ର ଦାସମାନେ ତାକୁ କହିଲେ, “ଏହି ଦାଉଦ କି ଦେଶର ରାଜା ନୁହନ୍ତି? ପୁଣି, ଲୋକମାନେ ତାଙ୍କ ବିଷୟରେ ନୃତ୍ୟ କରି କି ପରସ୍ପର କହି ନ ଥିଲେ, ‘ଶାଉଲ ବଧ କଲେ ସହସ୍ର ସହସ୍ର, ଦାଉଦ ବଧ କଲେ ଅୟୁତ ଅୟୁତ?’”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଆଖୀଶ୍ର ଦାସମାନେ ତାକୁ କହିଲେ, ଏହି ଦାଉଦ କି ଦେଶର ରାଜା ନୁହନ୍ତି? ପୁଣି, ଲୋକମାନେ ତାଙ୍କ ବିଷୟରେ ନୃତ୍ୟ କରି କି ପରସ୍ପର କହି ନ ଥିଲେ, ଶାଉଲ ବଧ କଲେ ସହସ୍ର ସହସ୍ର, ଦାଉଦ ବଧ କଲେ ଅୟୁତ ଅୟୁତ?