1 Samuel 21:13 — Compare Translations

5 translations compared side by side

Odia - 1840
"ସମାନେେ ଯାହା କହକ୍ସ୍ଟଥିଲେ ସେସବୁକକ୍ସ୍ଟ ଦାଉଦ ବହକ୍ସ୍ଟତ ଧ୍ଯାନ ଦେଉଥିଲେ। ଗାଥର ରାଜା ଆଖୀଶଙ୍କକ୍ସ୍ଟ ଦାଉଦ ଭୟ କରିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ସେ ସେମାନଙ୍କ ସାକ୍ଷାତରେ ଆପଣା ମତି ବଦଳାଇଲେ ଓ ସେମାନଙ୍କ ନିକଟରେ ଆପଣାକୁ ବାତୁଳ ପରି ଦେଖାଇ ଦ୍ଵାର କବାଟ ଆଞ୍ଚୁଡ଼ିଲେ ଓ ଆପଣା ଦାଢ଼ିରେ ଲାଳ ବୋହିବାକୁ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଦାଉଦ ନିଜର ବ୍ୟବହାର ବଦଳାଇ ଦେଲେ ଓ ସେମାନଙ୍କ ନିକଟରେ ଅତି ବାତୁଳ ପରି ଦେଖାଇ କବାଟକୁ ଆଞ୍ଚୁଡ଼ିଲେ ଓ ତାଙ୍କର ଲାଳ ଦାଢ଼ି ବାଟେ ମଧ୍ୟ ବହିବାକୁ ଲାଗିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ସେ ସେମାନଙ୍କ ସାକ୍ଷାତରେ ଆପଣା ମତି ବଦଳାଇଲେ ଓ ସେମାନଙ୍କ ନିକଟରେ ଆପଣାକୁ ବାତୁଳ ପରି ଦେଖାଇ ଦ୍ୱାର କବାଟ ଆଞ୍ଚୁଡ଼ିଲେ ଓ ଆପଣା ଦାଢ଼ିରେ ଲାଳ ବୋହିବାକୁ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ସେ ସେମାନଙ୍କ ସାକ୍ଷାତରେ ଆପଣା ମତି ବଦଳାଇଲେ ଓ ସେମାନଙ୍କ ନିକଟରେ ଆପଣାକୁ ବାତୁଳ ପରି ଦେଖାଇ ଦ୍ୱାର କବାଟ ଆଞ୍ଚୁଡ଼ିଲେ ଓ ଆପଣା ଦାଢ଼ିରେ ଲାଳ ବୋହିବାକୁ ଦେଲେ।