1 Samuel 21:14 — Compare Translations

5 translations compared side by side

Odia - 1840
"ତେଣୁ ଦାଉଦ ନିଜର ବ୍ଯବହାର ବଦଳାଇ ଦେଲେ ଓ ସମାନଙ୍କେ ନିକଟରେ ଅତି ବାତକ୍ସ୍ଟଳ ପରି ଦଖାଇେ କବାଟକକ୍ସ୍ଟ ଆଞ୍ଚକ୍ସ୍ଟଡିଲେ ଓ ତାଙ୍କର ଲାଳ ଦାଢି ବାଟେ ମଧ୍ଯ ବହିବାକକ୍ସ୍ଟ ଲାଗିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଆଖୀଶ୍ ଆପଣା ଦାସମାନଙ୍କୁ କହିଲା, ଦେଖ, ଏ ବାତୁଳ, ଏହା ତୁମ୍ଭେମାନେ ଦେଖୁଅଛ; ତୁମ୍ଭେମାନେ କାହିଁକି ଏହାକୁ ମୋର ପାଖକୁ ଆଣିଲ?
Odia Bible ERV 2004 (ପବିତ୍ର ବାଇବଲ)
ଆଖୀଶ୍ ଦାସମାନଙ୍କୁ କହିଲେ, “ଏ ଲୋକଟିକୁ ଦେଖ, ସେ ଗୋଟିଏ ବାଗ୍ଭଳ; କାହିଁକି ତୁମ୍ଭେମାନେ ତାକୁ ମୋ’ ପାଖକୁ ଆଣିଲ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଆଖୀଶ୍‍ ଆପଣା ଦାସମାନଙ୍କୁ କହିଲା, “ଦେଖ, ଏ ବାତୁଳ, ଏହା ତୁମ୍ଭେମାନେ ଦେଖୁଅଛ; ତୁମ୍ଭେମାନେ କାହିଁକି ଏହାକୁ ମୋର ପାଖକୁ ଆଣିଲ?
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଆଖୀଶ୍‍ ଆପଣା ଦାସମାନଙ୍କୁ କହିଲା, ଦେଖ, ଏ ବାତୁଳ, ଏହା ତୁମ୍ଭେମାନେ ଦେଖୁଅଛ; ତୁମ୍ଭେମାନେ କାହିଁକି ଏହାକୁ ମୋର ପାଖକୁ ଆଣିଲ?