1 Samuel 21:15 — Compare Translations

5 translations compared side by side

Odia - 1840
"ଆଖୀଶ ଦାସମାନଙ୍କୁ କହିଲେ, ଏ ଲୋକଟିକକ୍ସ୍ଟ ଦେଖ, ସେ ଗୋଟିଏ ବାଗ୍ଭଳ; କାହିଁକି ତୁମ୍ଭମାନେେ ତାକକ୍ସ୍ଟ ମାେ ପାଖକକ୍ସ୍ଟ ଆଣିଲ। ସେ କହିଲେ, ମାରେ ବହକ୍ସ୍ଟତ ବାତକ୍ସ୍ଟଳ ଲୋକ ଏଠା ରେ ଅଛନ୍ତି। ତୁମ୍ଭେ ତାଙ୍କୁ କାହିଁକି ଏଠାକକ୍ସ୍ଟ ପାଗଳାମି କରିବା ପାଇଁ ଆଣିଛ? ଏପରି ଲୋକକୁ ମାେ ଘରକକ୍ସ୍ଟ ଆଉଥରେ ଆଣିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର କʼଣ ବାତୁଳ ଲୋକର ଅଭାବ ଅଛି ଯେ, ତୁମ୍ଭେମାନେ ଏହାକୁ ମୋର ଆଗରେ ବାତୁଳ ବ୍ୟବହାର କରିବାକୁ ଆଣିଅଛ? ଏ ଲୋକ କʼଣ ମୋହର ଘରକୁ ଆସିବ?
Odia Bible ERV 2004 (ପବିତ୍ର ବାଇବଲ)
ସେ କହିଲେ, ମୋର ବହୁତ ବାତୁଳ ଲୋକ ଏଠାରେ ଅଛନ୍ତି। ତୁମ୍ଭେ ତାଙ୍କୁ କାହିଁକି ଏଠାକୁ ପାଗଳାମି କରିବା ପାଇଁ ଆଣିଛ? ଏପରି ଲୋକକୁ ମୋ’ ଘରକୁ ଆଉ ଥରେ ଆଣିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର କʼଣ ବାତୁଳ ଲୋକର ଅଭାବ ଅଛି ଯେ, ତୁମ୍ଭେମାନେ ଏହାକୁ ମୋର ଆଗରେ ବାତୁଳ ବ୍ୟବହାର କରିବାକୁ ଆଣିଅଛ? ଏ ଲୋକ କʼଣ ମୋହର ଘରକୁ ଆସିବ?”
Odia IRV 2017 (ଓଡିଆ ବାଇବେଲ)
ମୋହର କ’ଣ ବାତୁଳ ଲୋକର ଅଭାବ ଅଛି ଯେ, ତୁମ୍ଭେମାନେ ଏହାକୁ ମୋର ଆଗରେ ବାତୁଳ ବ୍ୟବହାର କରିବାକୁ ଆଣିଅଛ? ଏ ଲୋକ କ’ଣ ମୋହର ଘରକୁ ଆସିବ?