1 Samuel 21:4 — Compare Translations

5 translations compared side by side

Odia - 1840
"ତକ୍ସ୍ଟମ୍ଭ ପାଖ ରେ ବର୍ତ୍ତମାନ କି ଖାଦ୍ୟ ଅଛି? ମାେତେ ବର୍ତ୍ତମାନ ପାଞ୍ଚପଟ ରୋଟୀ ଦିଅ କିମ୍ବା ଯାହାକିଛି ଅଛି ମାେତେ ଖାଇବାକକ୍ସ୍ଟ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଯାଜକ ଦାଉଦଙ୍କୁ ଉତ୍ତର କରି କହିଲା, ମୋʼ ହସ୍ତରେ ସାଧାରଣ ରୋଟୀ ନାହିଁ; ଯେବେ ଯୁବାମାନେ ସ୍ତ୍ରୀମାନଙ୍କଠାରୁ ଆପଣାମାନଙ୍କୁ ପୃଥକ ରଖିଥିବେ, ତେବେ କେବଳ ପବିତ୍ର ରୋଟୀ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଯାଜକ ଦାଉଦଙ୍କୁ କହିଲେ, “ମୋ’ ପାଖରେ ଏଠାରେ ସାଧାରଣ ରୋଟୀ ନାହିଁ। ମୋ’ ପାଖରେ କିଛି ପବିତ୍ର ରୋଟୀ ଅଛି। ତୁମ୍ଭର ଦାସମାନେ ଏ ରୋଟୀ ଖାଇ ପାରିବେ ଯଦି ସେମାନେ କୌଣସି ସ୍ତ୍ରୀଲୋକମାନଙ୍କ ସହିତ ଯଦି ଯୌନ ସମ୍ପର୍କ ରଖି ନ ଥିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଯାଜକ ଦାଉଦଙ୍କୁ ଉତ୍ତର କରି କହିଲା, “ମୋʼ ହସ୍ତରେ ସାଧାରଣ ରୁଟି ନାହିଁ; ଯେବେ ଯୁବାମାନେ ସ୍ତ୍ରୀମାନଙ୍କଠାରୁ ଆପଣାମାନଙ୍କୁ ପୃଥକ ରଖିଥିବେ, ତେବେ କେବଳ ପବିତ୍ର ରୁଟି ଅଛି।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଯାଜକ ଦାଉଦଙ୍କୁ ଉତ୍ତର କରି କହିଲା, ମୋ’ ହସ୍ତରେ ସାଧାରଣ ରୁଟି ନାହିଁ; ଯେବେ ଯୁବାମାନେ ସ୍ତ୍ରୀମାନଙ୍କଠାରୁ ଆପଣାମାନଙ୍କୁ ପୃଥକ ରଖିଥିବେ, ତେବେ କେବଳ ପବିତ୍ର ରୁଟି ଅଛି।