1 Samuel 21:5 — Compare Translations
5 translations compared side by side
Odia - 1840
"ଯାଜକ ଦାଉଦଙ୍କକ୍ସ୍ଟ କହିଲେ, ମାେ ପାଖ ରେ ଏଠା ରେ ସାଧାରଣ ରୋଟୀ ନାହିଁ। ମାେ ପାଖ ରେ କିଛି ପବିତ୍ର ରୋଟୀ ଅଛି। ତୁମ୍ଭର ଦାସମାନେ ଏ ରୋଟୀ ଖାଇପାରିବେ ଯଦି ସମାନେେ କୌଣସି ସ୍ତ୍ରୀ ଲୋକମାନଙ୍କ ସହିତ ଯଦି ୟୌନ ସଐର୍କ ରଖି ନ ଥିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଦାଉଦ ଯାଜକକୁ ଉତ୍ତର ଦେଇ କହିଲେ, ପ୍ରକୃତରେ ଊଣାଧିକ ଏହି ତିନି ଦିନ ହେଲା, ସ୍ତ୍ରୀମାନେ ଆମ୍ଭମାନଙ୍କଠାରୁ ପୃଥକୀକୃତ ହୋଇଅଛନ୍ତି, ଏ କେବଳ ସାମାନ୍ୟ ଯାତ୍ରା ହେଲେ ହେଁ, ମୁଁ ବାହାରିବା ବେଳେ ଯୁବାମାନଙ୍କ ପାତ୍ର ପବିତ୍ର ଥିଲା; ତେବେ ଆଜି ସେମାନଙ୍କ ପାତ୍ର କେତେ ଅଧିକ ପବିତ୍ର ନ ଥିବ?
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଯାଜକଙ୍କୁ ଉତ୍ତର ଦେଲେ, “ଆମ୍ଭମାନଙ୍କର କୌଣସି ସ୍ତ୍ରୀଲୋକମାନଙ୍କ ସହିତ ଯୌନ ସମ୍ପର୍କ ନାହିଁ। ମୋର ଲୋକମାନେ ସର୍ବଦା ଶରୀରକୁ ପବିତ୍ର ରଖିଥା’ନ୍ତି। ଯେତେବେଳେ ଆମ୍ଭେ ଯୁଦ୍ଧକୁ ଯାଉ ଏପରିକି ସାଧାରଣ ଅଭିଯାନ ହେଲେ ବି ଏବଂ ଆଜି ତ ଏକ ସ୍ୱତନ୍ତ୍ର ଦିନ ଅଟେ, କାରଣ ଆମ୍ଭର ଅଭିଯାନ ଆଜି ବହୁତ ସ୍ୱତନ୍ତ୍ର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଦାଉଦ ଯାଜକକୁ ଉତ୍ତର ଦେଇ କହିଲେ, “ପ୍ରକୃତରେ ଊଣାଧିକ ଏହି ତିନି ଦିନ ହେଲା, ସ୍ତ୍ରୀମାନେ ଆମ୍ଭମାନଙ୍କଠାରୁ ପୃଥକୀକୃତ ହୋଇଅଛନ୍ତି, ଏ କେବଳ ସାମାନ୍ୟ ଯାତ୍ରା ହେଲେ ହେଁ, ମୁଁ ବାହାରିବା ବେଳେ ଯୁବାମାନଙ୍କ ପାତ୍ର ପବିତ୍ର ଥିଲା; ତେବେ ଆଜି ସେମାନଙ୍କ ପାତ୍ର କେତେ ଅଧିକ ପବିତ୍ର ନ ଥିବ?”
Odia IRV 2017 (ଓଡିଆ ବାଇବେଲ)