1 Samuel 21:6 — Compare Translations
5 translations compared side by side
Odia - 1840
"ଦାଉଦ ଯାଜକଙ୍କକ୍ସ୍ଟ ଉତ୍ତର ଦେଲେ, ଆମ୍ଭମାନଙ୍କର କୌଣସି ସ୍ତ୍ରୀଲୋକମାନଙ୍କ ସହିତ ୟୌନ ସଐର୍କ ନାହିଁ। ମାରେ ଲୋକମାନେ ସର୍ବଦା ଶରୀରକକ୍ସ୍ଟ ପବିତ୍ର ରଖିଥାନ୍ତି। ଯେତବେେଳେ ଆମ୍ଭେ ୟକ୍ସ୍ଟଦ୍ଧକକ୍ସ୍ଟ ଯାଉ ଏପରିକି କବଳେ ସାଧାରଣ ଅଭିୟାନ ହେଲବେି ଏବଂ ଆଜି ତ ଏକ ସ୍ବତନ୍ତ୍ର ଦିନ ଅଟେ, କାରଣ ଆମର ଅଭିୟାନ ଆଜି ବହକ୍ସ୍ଟତ ସ୍ବତନ୍ତ୍ର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯାଜକ ତାଙ୍କୁ ପବିତ୍ର ରୋଟୀ ଦେଲା; କାରଣ ସେ ସ୍ଥାନରେ ଆଉ ରୋଟୀ ନ ଥିଲା, କେବଳ ଦର୍ଶନୀୟ ରୋଟୀ ଥିଲା, ତାହା ଉଠାଇ ନେବା ଦିନ ତପ୍ତ ରୋଟୀ ରଖିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରୁ ତାହା ସ୍ଥାନାନ୍ତରିତ କରାଯାଇଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏଠାରେ ପବିତ୍ର ରୋଟୀ ଛଡ଼ା ଆଉ କୌଣସି ରୋଟୀ ନାହିଁ। ତେଣୁ ଯାଜକ ଦାଉଦକୁ ଏହି ପବିତ୍ର ରୋଟୀ ଦେଲେ। ଏହା ପବିତ୍ର ରୋଟୀସବୁକୁ ସଦାପ୍ରଭୁଙ୍କ ସମ୍ମୁଖରେ ଟେବୁଲ୍ ଉପରେ ରଖିଥିଲେ। ପ୍ରତ୍ୟେକ ଦିନ ସେ ଏହି ରୋଟୀ ସେଠାରୁ କାଢ଼ି ନେଇ ତଟକା ରୋଟୀ ସେହିଠାରେ ରଖନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯାଜକ ତାଙ୍କୁ ପବିତ୍ର ରୁଟି ଦେଲା; କାରଣ ସେ ସ୍ଥାନରେ ଆଉ ରୁଟି ନ ଥିଲା, କେବଳ ଦର୍ଶନୀୟ ରୁଟି ଥିଲା, ତାହା ଉଠାଇ ନେବା ଦିନ ତପ୍ତ ରୁଟି ରଖିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରୁ ତାହା ସ୍ଥାନାନ୍ତରିତ କରାଯାଇଥିଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯାଜକ ତାଙ୍କୁ ପବିତ୍ର ରୁଟି ଦେଲା; କାରଣ ସେ ସ୍ଥାନରେ ଆଉ ରୁଟି ନ ଥିଲା, କେବଳ ଦର୍ଶନୀୟ ରୁଟି ଥିଲା, ତାହା ଉଠାଇ ନେବା ଦିନ ତପ୍ତ ରୁଟି ରଖିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରୁ ତାହା ସ୍ଥାନାନ୍ତରିତ କରାଯାଇଥିଲା।