1 Samuel 21:7 — Compare Translations

5 translations compared side by side

Odia - 1840
"ଏଠା ରେ ପବିତ୍ର ରୋଟୀ ଛଡା ଆଉ କୌଣସି ରୋଟୀ ନାହିଁ। ତେଣୁ ଯାଜକ ଦାଉଦକକ୍ସ୍ଟ ଏହି ପବିତ୍ର ରୋଟୀ ଦେଲେ। ଏହା ପବିତ୍ର ରୋଟୀସବୁକକ୍ସ୍ଟ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ଟବେକ୍ସ୍ଟଲ ଉପରେ ରଖିଥିଲେ। ପ୍ରେତ୍ୟକକ ଦିନ ସେ ଏହି ରୋଟୀ ସଠାେରକ୍ସ୍ଟ କାଢି ନଇେ ତଟକା ରୋଟୀ ସହେିଠା ରେ ରଖନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହିଦିନ ଶାଉଲଙ୍କର ଦାସମାନଙ୍କ ମଧ୍ୟରୁ ଜଣେ ସଦାପ୍ରଭୁଙ୍କ ସମ୍ମୁଖରେ ଅଟକା ଯାଇଥିଲା; ତାହାର ନାମ ଇଦୋମୀୟ ଦୋୟେଗ, ସେ ଶାଉଲଙ୍କର ପଶୁପାଳକ-ମାନଙ୍କ ମଧ୍ୟରେ ପ୍ରଧାନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେଦିନ ଶାଉଲଙ୍କ ଦାସମାନଙ୍କ ମଧ୍ୟରୁ ଜଣେ ଦାସ ସେଠାରେ ଥିଲା। ସେ ଥିଲେ ଇଦୋମୀୟ ଦୋୟେଗ। ଦୋୟେଗ ଥିଲା ଶାଉଲଙ୍କର ପଶୁପାଳକମାନଙ୍କର ମୁଖ୍ୟ। ଦୋୟେଗଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଅଟକାଇ ରଖା ଯାଇଥିଲା ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦିନ ଶାଉଲଙ୍କର ଦାସମାନଙ୍କ ମଧ୍ୟରୁ ଜଣେ ସଦାପ୍ରଭୁଙ୍କ ସମ୍ମୁଖରେ ଅଟକା ଯାଇଥିଲା; ତାହାର ନାମ ଇଦୋମୀୟ ଦୋୟେଗ୍‍, ସେ ଶାଉଲଙ୍କର ପଶୁପାଳକମାନଙ୍କ ମଧ୍ୟରେ ପ୍ରଧାନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ସେହିଦିନ ଶାଉଲଙ୍କର ଦାସମାନଙ୍କ ମଧ୍ୟରୁ ଜଣେ ସଦାପ୍ରଭୁଙ୍କ ସମ୍ମୁଖରେ ଅଟକା ଯାଇଥିଲା; ତାହାର ନାମ ଇଦୋମୀୟ ଦୋୟେଗ୍‍, ସେ ଶାଉଲଙ୍କର ପଶୁପାଳକମାନଙ୍କ ମଧ୍ୟରେ ପ୍ରଧାନ ଥିଲା।