1 Samuel 21:9 — Compare Translations

5 translations compared side by side

Odia - 1840
"ଦାଉଦ ଅହୀମଲକେକକ୍ସ୍ଟ କହିଲେ, ଏଠା ରେ ତକ୍ସ୍ଟମ୍ଭ ହାତ ରେ ଖଣ୍ତା କିମ୍ବା ବର୍ଚ୍ଛା ନାହିଁତ? ମୁ ଆପଣା ଖଡ୍ଗ ବା ଅସ୍ତ୍ରଶସ୍ତ୍ର ସାଥି ରେ ଆଣି ନାହିଁ। ଯେଣକ୍ସ୍ଟ ରାଜାଙ୍କ ଅଭିୟାନ ଶିଘ୍ର କରିବାକୁ ପଡିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯାଜକ କହିଲା, ତୁମ୍ଭେ ଏଲା ତଳଭୂମିରେ ଯାହାକୁ ବଧ କରିଥିଲ, ଦେଖ; ସେହି ପଲେଷ୍ଟୀୟ ଗଲୀୟାତର ଖଡ଼୍‍ଗ ଏଫୋଦ ପଛେ ବସ୍ତ୍ରରେ ଗୁଡ଼ାହୋଇଅଛି, ଯେବେ ତାହା ନେବ, ନିଅ; ତାହା ଛଡ଼ା ଆଉ ଏଠାରେ କିଛି ନାହିଁ । ତହୁଁ ଦାଉଦ କହିଲେ ତାହା ପରି ଆଉ କିଛି ନାହିଁ; ତାହା ମୋତେ ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ଯାଜକ ଉତ୍ତର ଦେଲେ, “ଏଠାରେ ଗୋଟିଏ ଖଣ୍ତା ଅଛି, ଯାହାକି ପଲେଷ୍ଟୀୟ ଗଲିୟାତର ଅଟେ। ଏହାକୁ ତୁମ୍ଭେ ତାକୁ ଏଲୀୟ ଉପତ୍ୟକାରେ ହତ୍ୟା କରିବା ସମୟରେ ଆଣିଥିଲ। ତାହା ସେ ଏଫୋଦ ପଛରେ ବସ୍ତ୍ର ଗୁଡ଼ା ହୋଇ ରଖା ଯାଇଛି। ଏହାକୁ ତୁମ୍ଭେ ନେଇପାର ଯଦି ତୁମ୍ଭେ ଗ୍ଭହଁ।” ଦାଉଦ ଉତ୍ତର ଦେଲେ, “ଏହାକୁ ମୋତେ ଦିଅ। ଗଲିୟାତର ଖଣ୍ତାପରି ଏପରି ଖଣ୍ତା ଆଉ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯାଜକ କହିଲା, “ତୁମ୍ଭେ ଏଲା ତଳଭୂମିରେ ଯାହାକୁ ବଧ କରିଥିଲ, ଦେଖ; ସେହି ପଲେଷ୍ଟୀୟ ଗଲୀୟାତର ଖଡ୍ଗ ଏଫୋଦ ପଛେ ବସ୍ତ୍ରରେ ଗୁଡ଼ା ହୋଇଅଛି, ଯେବେ ତାହା ନେବ, ନିଅ; ତାହା ଛଡ଼ା ଆଉ ଏଠାରେ କିଛି ନାହିଁ।” ତହୁଁ ଦାଉଦ କହିଲେ “ତାହା ପରି ଆଉ କିଛି ନାହିଁ; ତାହା ମୋତେ ଦିଅ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯାଜକ କହିଲା, ତୁମ୍ଭେ ଏଲା ତଳଭୂମିରେ ଯାହାକୁ ବଧ କରିଥିଲ, ଦେଖ; ସେହି ପଲେଷ୍ଟୀୟ ଗଲୀୟାତର ଖଡ୍ଗ ଏଫୋଦ ପଛେ ବସ୍ତ୍ରରେ ଗୁଡ଼ା ହୋଇଅଛି, ଯେବେ ତାହା ନେବ, ନିଅ; ତାହା ଛଡ଼ା ଆଉ ଏଠାରେ କିଛି ନାହିଁ। ତହୁଁ ଦାଉଦ କହିଲେ ତାହା ପରି ଆଉ କିଛି ନାହିଁ; ତାହା ମୋତେ ଦିଅ।