1 Samuel 22:1 — Compare Translations
5 translations compared side by side
Odia - 1840
"ଦାଉଦ ଗାଥ ପରିତ୍ଯାଗ କଲେ। ସେ ସଠାେରକ୍ସ୍ଟ ଅଦକ୍ସ୍ଟଲ୍ଲମ ଗକ୍ସ୍ଟମ୍ଫାକକ୍ସ୍ଟ ପଳାଇଲେ। ଦାଉଦର ଭାଇମାନେ ଓ ସଐର୍କୀଯମାନେ ମଧ୍ଯ ଜାଣିଲେ ଯେ ସେ ଅଦକ୍ସ୍ଟଲ୍ଲମ ରେ ଅଛନ୍ତି। ସମାନେେ ସଠାେକକ୍ସ୍ଟ ଦାଉଦକକ୍ସ୍ଟ ଦଖାେ କରିବାକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଦାଉଦ ସେଠାରୁ ପ୍ରସ୍ଥାନ କରି ଅଦୁଲ୍ଲମ ଗୁମ୍ପାକୁ ପଳାଇଲେ, ପୁଣି ତାଙ୍କର ଭ୍ରାତୃଗଣ ଓ ତାଙ୍କର ପିତୃଗୃହସ୍ଥ ସମସ୍ତେ ତାହା ଶୁଣନ୍ତେ, ସେମାନେ ସେଠାକୁ ତାଙ୍କ କତିକି ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଭିନ୍ନ ଭିନ୍ନ ସ୍ଥାନମାନଙ୍କୁ ଗଲେ ଦାଉଦ ଗାଥ୍ ପରିତ୍ୟାଗ କଲେ। ସେ ସେଠାରୁ ଅଦୁଲ୍ଲମ ଗୁମ୍ଫାକୁ ପଳାଇଲେ। ଦାଉଦର ଭାଇମାନେ ଓ ସମ୍ପର୍କୀୟମାନେ ମଧ୍ୟ ଜାଣିଲେ ଯେ ସେ ଅଦୁଲ୍ଲମରେ ଅଛନ୍ତି। ସେମାନେ ସେଠାକୁ ଦାଉଦକୁ ଦେଖା କରିବାକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଦାଉଦ ସେଠାରୁ ପ୍ରସ୍ଥାନ କରି ଅଦୁଲ୍ଲମ ଗୁମ୍ଫାକୁ ପଳାଇଲେ, ପୁଣି, ତାଙ୍କର ଭ୍ରାତୃଗଣ ଓ ତାଙ୍କର ପିତୃଗୃହସ୍ଥ ସମସ୍ତେ ତାହା ଶୁଣନ୍ତେ, ସେମାନେ ସେଠାକୁ ତାଙ୍କ କତିକି ଗଲେ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଦାଉଦ ସେଠାରୁ ପ୍ରସ୍ଥାନ କରି ଅଦୁଲ୍ଲମ ଗୁମ୍ଫାକୁ ପଳାଇଲେ, ପୁଣି, ତାଙ୍କର ଭ୍ରାତୃଗଣ ଓ ତାଙ୍କର ପିତୃଗୃହସ୍ଥ ସମସ୍ତେ ତାହା ଶୁଣନ୍ତେ, ସେମାନେ ସେଠାକୁ ତାଙ୍କ କତିକି ଗଲେ।