1 Samuel 22:10 — Compare Translations

5 translations compared side by side

Odia - 1840
"ଅହୀମଲକେ ଦାଉଦଙ୍କ ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲା ଓ ତାହାକକ୍ସ୍ଟ ଖାଦ୍ୟ ଦ୍ରବ୍ଯ ଓ ପଲେଷ୍ଟୀୟର ଖଣ୍ତା ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଅହୀମେଲକ୍ ତାହା ପାଇଁ ସଦାପ୍ରଭୁଙ୍କ ନିକଟରେ ପଚାରିଲା ଓ ତାହାକୁ ଖାଦ୍ୟଦ୍ରବ୍ୟ ଓ ପଲେଷ୍ଟୀୟ ଗଲୀୟାତର ଖଡ଼୍‍ଗ ଦେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅହୀମେଲକ ଦାଉଦଙ୍କ ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ଓ ତାହାକୁ ଖାଦ୍ୟ ଦ୍ରବ୍ୟ ଓ ପଲେଷ୍ଟୀୟର ଖଣ୍ତା ଦେଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଅହୀମେଲକ୍‍ ତାହା ପାଇଁ ସଦାପ୍ରଭୁଙ୍କ ନିକଟରେ ପଚାରିଲା ଓ ତାହାକୁ ଖାଦ୍ୟଦ୍ରବ୍ୟ ଓ ପଲେଷ୍ଟୀୟ ଗଲୀୟାତର ଖଡ୍ଗ ଦେଲା।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଅହୀମେଲକ୍‍ ତାହା ପାଇଁ ସଦାପ୍ରଭୁଙ୍କ ନିକଟରେ ପଚାରିଲା ଓ ତାହାକୁ ଖାଦ୍ୟଦ୍ରବ୍ୟ ଓ ପଲେଷ୍ଟୀୟ ଗଲୀୟାତର ଖଡ୍ଗ ଦେଲା।