1 Samuel 22:11 — Compare Translations

5 translations compared side by side

Odia - 1840
"ତେଣୁ ରାଜା ଅହୀଟୂବର ପକ୍ସ୍ଟତ୍ର ଅହୀମଲକେ ଯାଜକକକ୍ସ୍ଟ ଓ ନୋବ ନିବାସୀ ତା'ର ପିତୃବଂଶିଯ ସମସ୍ତ ଯାଜକକକ୍ସ୍ଟ ଡାକିବା ପାଇଁ ଲୋକ ପଠାଇଲେ, ତହିଁରେ ସମସ୍ତେ ରାଜାଙ୍କ ନିକଟକକ୍ସ୍ଟ ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ରାଜା ଅହୀଟୂବର ପୁତ୍ର ଅହୀମେଲକ୍ ଯାଜକକୁ ଓ ନୋବ ନିବାସୀ ତାହାର ପିତୃବଂଶୀୟ ସମସ୍ତ ଯାଜକଙ୍କୁ ଡାକିବା ପାଇଁ ଲୋକ ପଠାଇଲେ; ତହିଁରେ ସେ ସମସ୍ତେ ରାଜାଙ୍କ ନିକଟକୁ ଆସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ରାଜା ଅହୀଟୂବର ପୁତ୍ର ଅହୀମେଲକ ଯାଜକକୁ ଓ ନୋବ ନିବାସୀ ତା’ର ପିତୃବଂଶିୟ ସମସ୍ତ ଯାଜକକୁ ଡାକିବା ପାଇଁ ଲୋକ ପଠାଇଲେ, ତହିଁରେ ସମସ୍ତେ ରାଜାଙ୍କ ନିକଟକୁ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ରାଜା ଅହୀଟୂବ୍‍ର ପୁତ୍ର ଅହୀମେଲକ୍‍ ଯାଜକକୁ ଓ ନୋବ ନିବାସୀ ତାହାର ପିତୃବଂଶୀୟ ସମସ୍ତ ଯାଜକଙ୍କୁ ଡାକିବା ପାଇଁ ଲୋକ ପଠାଇଲେ; ତହିଁରେ ସେମାନେ ସମସ୍ତେ ରାଜାଙ୍କ ନିକଟକୁ ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ରାଜା ଅହୀଟୂବର ପୁତ୍ର ଅହୀମେଲକ୍‍ ଯାଜକକୁ ଓ ନୋବ ନିବାସୀ ତାହାର ପିତୃବଂଶୀୟ ସମସ୍ତ ଯାଜକଙ୍କୁ ଡାକିବା ପାଇଁ ଲୋକ ପଠାଇଲେ; ତହିଁରେ ସେ ସମସ୍ତେ ରାଜାଙ୍କ ନିକଟକୁ ଆସିଲେ।