1 Samuel 22:13 — Compare Translations
5 translations compared side by side
Odia - 1840
"ପକ୍ସ୍ଟଣି ଶାଉଲ ତାଙ୍କୁ କହିଲେ, ତୁମ୍ଭେ ଓ ୟିଶୀର ପକ୍ସ୍ଟତ୍ର କାହିଁକି ମାେ ବିରକ୍ସ୍ଟଦ୍ଧ ରେ କକ୍ସ୍ଟମନ୍ତ୍ରଣା କରିଅଛ? ଆଜିପରି ୟିଶୀର ପକ୍ସ୍ଟତ୍ର ମାେ ବିରକ୍ସ୍ଟଦ୍ଧ ରେ ଉଠି ଓଗାଳି ବସିବା ପାଇଁ ତୁମ୍ଭେ ତ ତାହାକକ୍ସ୍ଟ ରୋଟୀ ଓ ଖଣ୍ତା ଦଇେଅଛ ଓ ପରମେଶ୍ବରଙ୍କ ନିକଟରେ ତା' ପାଇଁ ପ୍ରାର୍ଥନା କରିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଶାଉଲ ତାହାକୁ କହିଲେ, ତୁମ୍ଭେ ଓ ଯିଶୀର ପୁତ୍ର କାହିଁକି ମୋʼ ବିରୁଦ୍ଧରେ କୁମନ୍ତ୍ରଣା କରିଅଛ? ଆଜିର ପରି ଯିଶୀର ପୁତ୍ର ମୋʼ ବିରୁଦ୍ଧରେ ଉଠି ଛକି ବସିବା ପାଇଁ ତୁମ୍ଭେ ତ ତାହାକୁ ରୋଟୀ ଓ ଖଡ଼୍ଗ ଦେଇଅଛ ଓ ସଦାପ୍ରଭୁଙ୍କ ନିକଟରେ ତାହା ପାଇଁ ପଚାରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଶାଉଲ ତାଙ୍କୁ କହିଲେ, “ତୁମ୍ଭେ ଓ ଯିଶୀର ପୁତ୍ର କାହିଁକି ମୋ’ ବିରୁଦ୍ଧରେ କୁମନ୍ତ୍ରଣା କରିଅଛ? ଆଜି ଯିଶୀର ପୁତ୍ର ମୋ’ ବିରୁଦ୍ଧରେ ଉଠି ଓଗାଳି ବସିବା ପାଇଁ ତୁମ୍ଭେ ତ ତାହାକୁ ରୋଟୀ ଓ ଖଣ୍ତା ଦେଇଅଛ ଓ ପରମେଶ୍ୱରଙ୍କ ନିକଟରେ ତା’ ପାଇଁ ପ୍ରାର୍ଥନା କରିଅଛ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶାଉଲ ତାହାକୁ କହିଲେ, “ତୁମ୍ଭେ ଓ ଯିଶୀର ପୁତ୍ର କାହିଁକି ମୋʼ ବିରୁଦ୍ଧରେ କୁମନ୍ତ୍ରଣା କରିଅଛ? ଆଜିର ପରି ଯିଶୀର ପୁତ୍ର ମୋʼ ବିରୁଦ୍ଧରେ ଉଠି ଛକି ବସିବା ପାଇଁ ତୁମ୍ଭେ ତ ତାହାକୁ ରୁଟି ଓ ଖଡ୍ଗ ଦେଇଅଛ ଓ ପରମେଶ୍ୱରଙ୍କ ନିକଟରେ ତାହା ପାଇଁ ପଚାରିଅଛ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଶାଉଲ ତାହାକୁ କହିଲେ, ତୁମ୍ଭେ ଓ ଯିଶୀର ପୁତ୍ର କାହିଁକି ମୋ’ ବିରୁଦ୍ଧରେ କୁମନ୍ତ୍ରଣା କରିଅଛ? ଆଜିର ପରି ଯିଶୀର ପୁତ୍ର ମୋ’ ବିରୁଦ୍ଧରେ ଉଠି ଛକି ବସିବା ପାଇଁ ତୁମ୍ଭେ ତ ତାହାକୁ ରୁଟି ଓ ଖଡ୍ଗ ଦେଇଅଛ ଓ ପରମେଶ୍ୱରଙ୍କ ନିକଟରେ ତାହା ପାଇଁ ପଚାରିଅଛ।