1 Samuel 22:14 — Compare Translations
5 translations compared side by side
Odia - 1840
"ଅହୀମଲକେ ରାଜାଙ୍କକ୍ସ୍ଟ ଉତ୍ତର ଦେଲେ, ଆପଣଙ୍କ ସମସ୍ତ ଦାସମାନଙ୍କ ମଧିଅରେ, ଦାଉଦ ପରି କିଏ ବିଶ୍ବାସୀ, ସତେ ମହାରାଜାଙ୍କ ଜ୍ବାଇଁ ଏବଂ ଦାଉଦ ହେଉଛନ୍ତି ତୁମ୍ଭର ଦହରେକ୍ଷୀମାନଙ୍କର ମକ୍ସ୍ଟଖ୍ଯ, ତକ୍ସ୍ଟମ୍ଭ ପରିବାରର ସମସ୍ତ ସଦସ୍ଯ ତାଙ୍କୁ ସମ୍ମାନ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଅହୀମେଲକ୍ ରାଜାଙ୍କୁ ଉତ୍ତର ଦେଇ କହିଲା, ଆପଣଙ୍କ ସମସ୍ତ ଦାସ ମଧ୍ୟରେ ଦାଉଦ ପରି କିଏ ବିଶ୍ଵାସ୍ୟ? ସେ ତ ମହାରାଜାଙ୍କର ଜୁଆଁଇ ଓ ଆପଣଙ୍କର ସଭାସଦ୍ ଓ ଆପଣଙ୍କ ଗୃହରେ ସମ୍ଭ୍ରାନ୍ତ ।
Odia Bible ERV 2004 (ପବିତ୍ର ବାଇବଲ)
ଅହୀମେଲକ ରାଜାଙ୍କୁ ଉତ୍ତର ଦେଲେ, “ଆପଣଙ୍କ ସମସ୍ତ ଦାସମାନଙ୍କ ମଧ୍ୟରେ, ଦାଉଦ ପରି କିଏ ବିଶ୍ୱାସୀ, ସେତ ମହାରାଜାଙ୍କ ଜ୍ୱାଇଁ ଏବଂ ଦାଉଦ ହେଉଛନ୍ତି ଆପଣଙ୍କର ଦେହରକ୍ଷୀମାନଙ୍କର ମୁଖ୍ୟ, ଆପଣଙ୍କ ପରିବାରର ସମସ୍ତ ସଦସ୍ୟ ତାଙ୍କୁ ସମ୍ମାନ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଅହୀମେଲକ୍ ରାଜାଙ୍କୁ ଉତ୍ତର ଦେଇ କହିଲା, ଆପଣଙ୍କ ସମସ୍ତ ଦାସ ମଧ୍ୟରେ ଦାଉଦ ପରି କିଏ ବିଶ୍ୱସ୍ତ? ସେ ତ ମହାରାଜାଙ୍କର ଜୁଆଁଇ ଓ ଆପଣଙ୍କର ସଭାସଦ୍ ଓ ଆପଣଙ୍କ ଗୃହରେ ସମ୍ଭ୍ରାନ୍ତ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଅହୀମେଲକ୍ ରାଜାଙ୍କୁ ଉତ୍ତର ଦେଇ କହିଲା, ଆପଣଙ୍କ ସମସ୍ତ ଦାସ ମଧ୍ୟରେ ଦାଉଦ ପରି କିଏ ବିଶ୍ୱସ୍ତ? ସେ ତ ମହାରାଜାଙ୍କର ଜୁଆଁଇ ଓ ଆପଣଙ୍କର ସଭାସଦ୍ ଓ ଆପଣଙ୍କ ଗୃହରେ ସମ୍ଭ୍ରାନ୍ତ।