1 Samuel 22:15 — Compare Translations
5 translations compared side by side
Odia - 1840
"ଏହା ପ୍ରଥମ ଦିନ ନଥିଲା, ମୁ ଦାଉଦ୍ ନିମନ୍ତେ ପ୍ରାର୍ଥନା କଲି, ମାେତେ କିମ୍ବା ମାରେ ପରିବାରକକ୍ସ୍ଟ କାହାକକ୍ସ୍ଟ ଦୋଷାରୋପ କର ନାହିଁ। ଆମ୍ଭେ ତୁମ୍ଭର ଦାସଗଣ। କ'ଣ ହେଉଛି ଏହା ମୁ କିଛି ଜାଣେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ କʼଣ ପରମେଶ୍ଵରଙ୍କ ନିକଟରେ ତାହା ଲାଗି ପଚାରିବାକୁ ଆଜି ଆରମ୍ଭ କଲି? ତାହା ମୋʼଠୁ ଦୂର ହେଉ; ମହାରାଜ ଆପଣାର ଏହି ଦାସକୁ ବା ମୋହର ସମସ୍ତ ପିତୃଗୃହକୁ କୌଣସି ଦୋଷ ନ ଦେଉନ୍ତୁ; କାରଣ ଆପଣଙ୍କ ଦାସ ଏସବୁ ବିଷୟରେ ଅଳ୍ପ କି ବହୁତ କିଛି ଜାଣେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପ୍ରଥମ ଦିନ ନ ଥିଲା, ମୁଁ ଦାଉଦ ନିମନ୍ତେ ପ୍ରାର୍ଥନା କଲି, ମୋତେ କିମ୍ବା ମୋର ପରିବାରକୁ କାହାକୁ ଦୋଷାରୋପ କରନ୍ତୁ ନାହିଁ। ଆମ୍ଭେ ଆପଣଙ୍କର ଦାସଗଣ। କ’ଣ ହେଉଛି ଏହା ମୁଁ କିଛି ଜାଣେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ କʼଣ ପରମେଶ୍ୱରଙ୍କ ନିକଟରେ ତାହା ଲାଗି ପଚାରିବାକୁ ଆଜି ଆରମ୍ଭ କଲି? ତାହା ମୋʼ ଠାରୁ ଦୂର ହେଉ; ମହାରାଜ ଆପଣାର ଏହି ଦାସକୁ ବା ମୋହର ସମସ୍ତ ପିତୃଗୃହକୁ କୌଣସି ଦୋଷ ନ ଦେଉନ୍ତୁ; କାରଣ ଆପଣଙ୍କ ଦାସ ଏସବୁ ବିଷୟରେ ଅଳ୍ପ କି ବହୁତ କିଛି ଜାଣେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୁଁ କ’ଣ ପରମେଶ୍ୱରଙ୍କ ନିକଟରେ ତାହା ଲାଗି ପଚାରିବାକୁ ଆଜି ଆରମ୍ଭ କଲି? ତାହା ମୋ’ଠୁ ଦୂର ହେଉ; ମହାରାଜ ଆପଣାର ଏହି ଦାସକୁ ବା ମୋହର ସମସ୍ତ ପିତୃଗୃହକୁ କୌଣସି ଦୋଷ ନ ଦେଉନ୍ତୁ; କାରଣ ଆପଣଙ୍କ ଦାସ ଏସବୁ ବିଷୟରେ ଅଳ୍ପ କି ବହୁତ କିଛି ଜାଣେ ନାହିଁ।