1 Samuel 22:16 — Compare Translations
5 translations compared side by side
Odia - 1840
"କିନ୍ତୁ ରାଜା କହିଲେ, ଅହୀମଲକେ, ତୁମ୍ଭେ ଏବଂ ତୁମ୍ଭର ସମସ୍ତ ସଂଐର୍କୀଯ ମରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ରାଜା କହିଲେ, ହେ ଅହୀମେଲକ୍, ତୁମ୍ଭେ ଓ ତୁମ୍ଭ ପିତୃଗୃହ ସମସ୍ତେ ନିଶ୍ଚୟ ମରିବ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ରାଜା କହିଲେ, ଅହୀମେଲକ, “ତୁମ୍ଭେ ଏବଂ ତୁମ୍ଭର ସମସ୍ତ ସମ୍ପର୍କୀୟ ମରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ରାଜା କହିଲେ, “ହେ ଅହୀମେଲକ୍, ତୁମ୍ଭେ ଓ ତୁମ୍ଭ ପିତୃଗୃହ ସମସ୍ତେ ନିଶ୍ଚୟ ମରିବ।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ରାଜା କହିଲେ, ହେ ଅହୀମେଲକ୍, ତୁମ୍ଭେ ଓ ତୁମ୍ଭ ପିତୃଗୃହ ସମସ୍ତେ ନିଶ୍ଚୟ ମରିବ।