1 Samuel 22:17 — Compare Translations

5 translations compared side by side

Odia - 1840
"ରାଜା ତାଙ୍କ ନିକଟରେ ଥିବା ଦହେ ରକ୍ଷୀକକ୍ସ୍ଟ ଆଦେଶ ଦେଲେ, ୟାଅ, ପ୍ରଭକ୍ସ୍ଟଙ୍କର ଯାଜକମାନଙ୍କୁ ହତ୍ଯା କର। ଏହିପରି କର କାରଣ ସମାନେେ ସମସ୍ତେ ଦାଉଦଙ୍କର ସପକ୍ଷ ରେ ଅଛନ୍ତି। ସମାନେେ ଜାଣିଲେ ଦାଉଦ ଏଠାରକ୍ସ୍ଟ ପଳାଯନ କରିଛି, କିନ୍ତୁ ସମାନେେ ମାେତେ ଜଣାଇଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ରାଜା ଆପଣା ଚତୁର୍ଦ୍ଦିଗରେ ଠିଆ ହୋଇଥିବା ଧାଉଡ଼ିଆମାନଙ୍କୁ କହିଲେ, ତୁମ୍ଭେମାନେ ଫେରି ସଦାପ୍ରଭୁଙ୍କ ଯାଜକମାନଙ୍କୁ ବଧ କର; କାରଣ ଦାଉଦ ପକ୍ଷରେ ସେମାନଙ୍କର ମଧ୍ୟ ହସ୍ତ ଅଛି, ଆଉ ସେମାନେ ଦାଉଦର ପଳାଇବା କଥା ଜାଣିଲେ ହେଁ ତାହା ମୋହର କର୍ଣ୍ଣଗୋଚର କଲେ ନାହିଁ । ମାତ୍ର ରାଜାଙ୍କର ଦାସମାନେ ସଦାପ୍ରଭୁଙ୍କ ଯାଜକମାନଙ୍କୁ ଆକ୍ରମଣ କରିବା ପାଇଁ ହସ୍ତ ବଢ଼ାଇବାକୁ ଅସମ୍ମତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ତାଙ୍କ ନିକଟରେ ଥିବା ଦେହ ରକ୍ଷୀକୁ ଆଦେଶ ଦେଲେ, “ଯାଅ, ପ୍ରଭୁଙ୍କର ଯାଜକମାନଙ୍କୁ ହତ୍ୟା କର।” ଏହିପରି କର କାରଣ ସେମାନେ ସମସ୍ତେ ଦାଉଦଙ୍କର ସପକ୍ଷରେ ଅଛନ୍ତି। ସେମାନେ ଜାଣିଲେ ଦାଉଦ ଏଠାରୁ ପଳାୟନ କରିଛି, କିନ୍ତୁ ସେମାନେ ମୋତେ ଜଣାଇଲେ ନାହିଁ। କିନ୍ତୁ ରାଜାଙ୍କର ଦାସମାନେ ସଦାପ୍ରଭୁଙ୍କର ଯାଜକଙ୍କୁ ହତ୍ୟା କରିବା ପାଇଁ ମନା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ରାଜା ଆପଣା ଚତୁର୍ଦ୍ଦିଗରେ ଠିଆ ହୋଇଥିବା ଧାଉଡ଼ିଆମାନଙ୍କୁ କହିଲେ, “ତୁମ୍ଭେମାନେ ଫେରି ସଦାପ୍ରଭୁଙ୍କ ଯାଜକମାନଙ୍କୁ ବଧ କର; କାରଣ ଦାଉଦ ପକ୍ଷରେ ସେମାନଙ୍କର ମଧ୍ୟ ହସ୍ତ ଅଛି, ଆଉ ସେମାନେ ଦାଉଦର ପଳାଇବା କଥା ଜାଣିଲେ ହେଁ ତାହା ମୋହର କର୍ଣ୍ଣଗୋଚର କଲେ ନାହିଁ।” ମାତ୍ର ରାଜାଙ୍କର ଦାସମାନେ ସଦାପ୍ରଭୁଙ୍କ ଯାଜକମାନଙ୍କୁ ଆକ୍ରମଣ କରିବା ପାଇଁ ହସ୍ତ ବଢ଼ାଇବାକୁ ଅସମ୍ମତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ରାଜା ଆପଣା ଚତୁର୍ଦ୍ଦିଗରେ ଠିଆ ହୋଇଥିବା ଧାଉଡ଼ିଆମାନଙ୍କୁ କହିଲେ, ତୁମ୍ଭେମାନେ ଫେରି ସଦାପ୍ରଭୁଙ୍କ ଯାଜକମାନଙ୍କୁ ବଧ କର; କାରଣ ଦାଉଦ ପକ୍ଷରେ ସେମାନଙ୍କର ମଧ୍ୟ ହସ୍ତ ଅଛି, ଆଉ ସେମାନେ ଦାଉଦର ପଳାଇବା କଥା ଜାଣିଲେ ହେଁ ତାହା ମୋହର କର୍ଣ୍ଣଗୋଚର କଲେ ନାହିଁ। ମାତ୍ର ରାଜାଙ୍କର ଦାସମାନେ ସଦାପ୍ରଭୁଙ୍କ ଯାଜକମାନଙ୍କୁ ଆକ୍ରମଣ କରିବା ପାଇଁ ହସ୍ତ ବଢ଼ାଇବାକୁ ଅସମ୍ମତ ହେଲେ।