1 Samuel 22:18 — Compare Translations

5 translations compared side by side

Odia - 1840
"ତେଣୁ ରାଜା ଦୋଯଗକେକ୍ସ୍ଟ ଆଦେଶ ଦେଲେ, ତୁମ୍ଭେ ୟାଅ ଏବଂ ଯାଜକଗଣଙ୍କକ୍ସ୍ଟ ବଧକର। ତେଣୁ ଇଦୋମୀଯ ଦୋଯଗେ ଗଲା ଏବଂ ଯାଜକମାନଙ୍କୁ ଆକ୍ରମଣ କଲା ଓ ସହେିଦିନ ସେ ଶକ୍ସ୍ଟକ୍ଲ ଏଫୋଦ ପରିଧାନ କରିଥିବା ପଞ୍ଚାଅଶୀ ଜଣଙ୍କକ୍ସ୍ଟ ହତ୍ଯା କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ରାଜା ଦୋୟେଗ୍କୁ କହିଲେ, ତୁମ୍ଭେ ଫେରି ଏହି ଯାଜକମାନଙ୍କୁ ଆକ୍ରମଣ କର । ତହିଁରେ ଇଦୋମୀୟ ଦୋୟେଗ୍ ଫେରି ଯାଜକମାନଙ୍କୁ ଆକ୍ରମଣ କଲା ଓ ସେହିଦିନ ସେ ଶୁକ୍ଳ ଏଫୋଦ-ପରିଧାନକାରୀ ପଞ୍ଚାଶୀ ଜଣଙ୍କୁ ବଧ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ରାଜା ଦୋୟେଗକୁ ଆଦେଶ ଦେଲେ, “ତୁମ୍ଭେ ଯାଅ ଏବଂ ଯାଜକଗଣଙ୍କୁ ବଧକର।” ତେଣୁ ଇଦୋମୀୟ ଦୋୟେଗ ଗଲା ଏବଂ ଯାଜକମାନଙ୍କୁ ଆକ୍ରମଣ କଲା ଓ ସେହି ଦିନ ସେ ଶୁକ୍ଳ ଏଫୋଦ ପରିଧାନ କରିଥିବା ପଞ୍ଚାଅଶୀ ଜଣଙ୍କୁ ହତ୍ୟା କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ରାଜା ଦୋୟେଗ୍‍କୁ କହିଲେ, “ତୁମ୍ଭେ ଫେରି ଏହି ଯାଜକମାନଙ୍କୁ ଆକ୍ରମଣ କର।” ତହିଁରେ ଇଦୋମୀୟ ଦୋୟେଗ୍‍ ଫେରି ଯାଜକମାନଙ୍କୁ ଆକ୍ରମଣ କଲା ଓ ସେହି ଦିନ ସେ ଶୁକ୍ଳ ଏଫୋଦ-ପରିଧାନକାରୀ ପଞ୍ଚାଅଶୀ ଜଣଙ୍କୁ ବଧ କଲା।
Odia IRV 2017 (ଓଡିଆ ବାଇବେଲ)
ଏଣୁ ରାଜା ଦୋୟେଗ୍‍କୁ କହିଲେ, ତୁମ୍ଭେ ଫେରି ଏହି ଯାଜକମାନଙ୍କୁ ଆକ୍ରମଣ କର। ତହିଁରେ ଇଦୋମୀୟ ଦୋୟେଗ୍‍ ଫେରି ଯାଜକମାନଙ୍କୁ ଆକ୍ରମଣ କଲା ଓ ସେହିଦିନ ସେ ଶୁକ୍ଳ ଏଫୋଦ-ପରିଧାନକାରୀ ପଞ୍ଚାଶୀ ଜଣଙ୍କୁ ବଧ କଲା।