1 Samuel 22:19 — Compare Translations

5 translations compared side by side

Odia - 1840
"ସେ ଯାଜକମାନଙ୍କର ନୋବ୍ ନଗରକକ୍ସ୍ଟ ଖଣ୍ତା ରେ ଆଘାତ କଲା, ଦୋଯଗେ ନୋବ୍ର ସମସ୍ତ ଲୋକମାନଙ୍କୁ ହତ୍ଯା କଲା। ଏପରିକି ପିଲା, ସ୍ତ୍ରୀ, ପୁରୁଷ ସ୍ତନ୍ଯପାଯୀ ଶିଶକ୍ସ୍ଟ ଏବଂ ସମାନଙ୍କେର ଗାଈ, ଗଧ ଓ ମଷେମାନଙ୍କୁ ହତ୍ଯା କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ଯାଜକମାନଙ୍କର ନୋବ୍ ନଗରକୁ ଖଡ଼୍‍ଗଧାରରେ ଆଘାତ କଲା; ସେ ଖଡ଼୍‍ଗଧାରରେ ପୁରୁଷ ଓ ସ୍ତ୍ରୀ, ବାଳକ ଓ ସ୍ତନ୍ୟପାୟୀ ଶିଶୁ ଉଭୟଙ୍କୁ, ପୁଣି ଗୋରୁ ଓ ଗର୍ଦ୍ଦଭ ଓ ମେଷାଦିକୁ ଆଘାତ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଯାଜକମାନଙ୍କର ନୋବ୍ ନଗରକୁ ଖଣ୍ଡାରେ ଆଘାତ କଲା, ଦୋୟେଗ ନୋ‌‌ବ୍‌‌ର ସମସ୍ତ ଲୋକମାନଙ୍କୁ ହତ୍ୟା କଲା। ଏପରିକି ପିଲା, ସ୍ତ୍ରୀ, ପୁରୁଷ ସ୍ତନ୍ୟପାୟୀ ଶିଶୁ ଏବଂ ସେମାନଙ୍କର ଗାଈ, ଗଧ ଓ ମେଷମାନଙ୍କୁ ହତ୍ୟା କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଯାଜକମାନଙ୍କର ନୋବ ନଗରକୁ ଖଡ୍ଗଧାରରେ ଆଘାତ କଲା; ସେ ଖଡ୍ଗଧାରରେ ପୁରୁଷ ଓ ସ୍ତ୍ରୀ, ବାଳକ ଓ ସ୍ତନ୍ୟପାୟୀ ଶିଶୁ ଉଭୟଙ୍କୁ, ପୁଣି, ଗୋରୁ ଓ ଗର୍ଦ୍ଦଭ ଓ ମେଷାଦିକୁ ଆଘାତ କଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଯାଜକମାନଙ୍କର ନୋବ ନଗରକୁ ଖଡ୍ଗଧାରରେ ଆଘାତ କଲା; ସେ ଖଡ୍ଗଧାରରେ ପୁରୁଷ ଓ ସ୍ତ୍ରୀ, ବାଳକ ଓ ସ୍ତନ୍ୟପାୟୀ ଶିଶୁ ଉଭୟଙ୍କୁ, ପୁଣି, ଗୋରୁ ଓ ଗର୍ଦ୍ଦଭ ଓ ମେଷାଦିକୁ ଆଘାତ କଲା।