1 Samuel 22:20 — Compare Translations
5 translations compared side by side
Odia - 1840
"କିନ୍ତୁ ଅହିଟୂବର ପକ୍ସ୍ଟତ୍ର ଅହୀମଲକରେ ପକ୍ସ୍ଟତ୍ରମାନଙ୍କ ମଧ୍ଯରକ୍ସ୍ଟ ଅବିଯାଥର ନାମ ରେ ଜଣେ ରକ୍ଷା ପାଇ ଦାଉଦଙ୍କ ଆଡକକ୍ସ୍ଟ ପଳାଇଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ଅହୀଟୂବର ପୁତ୍ର ଅହୀମେଲକ୍ର ପୁତ୍ରମାନଙ୍କ ମଧ୍ୟରୁ ଅବୀୟାଥର ନାମରେ ଜଣେ ରକ୍ଷା ପାଇ ଦାଉଦଙ୍କ ଆଡ଼କୁ ପଳାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଅହୀଟୂବର ପୁତ୍ର ଅହୀମେଲକର ପୁତ୍ରମାନଙ୍କ ମଧ୍ୟରୁ ଅବିୟାଥର ନାମରେ ଜଣେ ରକ୍ଷା ପାଇ ଦାଉଦଙ୍କ ଆଡ଼କୁ ପଳାଇଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ଅହୀଟୂବ୍ର ପୁତ୍ର ଅହୀମେଲକ୍ର ପୁତ୍ରମାନଙ୍କ ମଧ୍ୟରୁ ଅବୀୟାଥର ନାମରେ ଜଣେ ରକ୍ଷା ପାଇ ଦାଉଦଙ୍କ ଆଡ଼କୁ ପଳାଇଲା।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ଅହୀଟୂବର ପୁତ୍ର ଅହୀମେଲକ୍ର ପୁତ୍ରମାନଙ୍କ ମଧ୍ୟରୁ ଅବୀୟାଥର ନାମରେ ଜଣେ ରକ୍ଷା ପାଇ ଦାଉଦଙ୍କ ଆଡ଼କୁ ପଳାଇଲା।