1 Samuel 22:21 — Compare Translations
5 translations compared side by side
Odia - 1840
"ଅବିଯାଥର ଦାଉଦଙ୍କକ୍ସ୍ଟ ଜଣାଇଲା ଯେ, ଶାଉଲ ସଦାପ୍ରଭୁଙ୍କର ଯାଜକମାନଙ୍କୁ ହତ୍ଯା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଅବୀୟାଥର ଦାଉଦଙ୍କୁ ଜଣାଇଲା ଯେ, ଶାଉଲ ସଦାପ୍ରଭୁଙ୍କ ଯାଜକମାନଙ୍କୁ ବଧ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଅବିୟାଥର ଦାଉଦଙ୍କୁ ଜଣାଇଲା ଯେ, ଶାଉଲ ସଦାପ୍ରଭୁଙ୍କର ଯାଜକମାନଙ୍କୁ ହତ୍ୟା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଅବୀୟାଥର ଦାଉଦଙ୍କୁ ଜଣାଇଲା ଯେ, ଶାଉଲ ସଦାପ୍ରଭୁଙ୍କ ଯାଜକମାନଙ୍କୁ ବଧ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଅବୀୟାଥର ଦାଉଦଙ୍କୁ ଜଣାଇଲା ଯେ, ଶାଉଲ ସଦାପ୍ରଭୁଙ୍କ ଯାଜକମାନଙ୍କୁ ବଧ କରିଅଛି।