1 Samuel 22:23 — Compare Translations
5 translations compared side by side
Odia - 1840
"ତୁମ୍ଭେ ମାେ ମଙ୍ଗେ ରକ୍ସ୍ଟହ, ଭୟ କରନାହିଁ କାରଣ ଯେ ମାେତେ ମାରିବାକକ୍ସ୍ଟ ଗ୍ଭ ହେଁ, ସେ ତୁମ୍ଭକୁ ମଧ୍ଯ ମାରିବାକକ୍ସ୍ଟ ଗ୍ଭହକ୍ସ୍ଟଁଛି। କିନ୍ତୁ ତୁମ୍ଭେ ମାେ ପାଖ ରେ ସକ୍ସ୍ଟରକ୍ଷିତ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ମୋʼ ସଙ୍ଗେ ରୁହ, ଭୟ ନ କର; କାରଣ ଯେ ମୋର ପ୍ରାଣ ଚାହେଁ, ସେ ତୁମ୍ଭ ପ୍ରାଣ ଚାହେଁ; ମାତ୍ର ମୋʼ ସଙ୍ଗେ ତୁମ୍ଭେ ସୁରକ୍ଷିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ମୋ’ ସଙ୍ଗେ ରୁହ, ଭୟ କର ନାହିଁ କାରଣ ଯେ ମୋତେ ମାରିବାକୁ ଗ୍ଭହେଁ, ସେ ତୁମ୍ଭକୁ ମଧ୍ୟ ମାରିବାକୁ ଗ୍ଭହୁଁଛି। କିନ୍ତୁ ତୁମ୍ଭେ ମୋ’ ପାଖରେ ସୁରକ୍ଷିତ ରହିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ମୋʼ ସଙ୍ଗେ ରୁହ, ଭୟ ନ କର; କାରଣ ଯେ ମୋର ପ୍ରାଣ ଚାହେଁ, ସେ ତୁମ୍ଭ ପ୍ରାଣ ଚାହେଁ; ମାତ୍ର ମୋʼ ସଙ୍ଗେ ତୁମ୍ଭେ ସୁରକ୍ଷିତ ହେବ।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ମୋ’ ସଙ୍ଗେ ରୁହ, ଭୟ ନ କର; କାରଣ ଯେ ମୋର ପ୍ରାଣ ଚାହେଁ, ସେ ତୁମ୍ଭ ପ୍ରାଣ ଚାହେଁ; ମାତ୍ର ମୋ’ ସଙ୍ଗେ ତୁମ୍ଭେ ସୁରକ୍ଷିତ ହେବ।