1 Samuel 22:3 — Compare Translations

5 translations compared side by side

Odia - 1840
"ଦାଉଦ ଅଦକ୍ସ୍ଟଲ୍ଲମ ଛାଡି ମାୟୋବ ଦେଶର ମିସ୍ପୀକକ୍ସ୍ଟ ଗଲେ। ଦାଉଦ ମାୟୋବର ରାଜାଙ୍କକ୍ସ୍ଟ କହିଲେ, ମୁ ଆପଣଙ୍କକ୍ସ୍ଟ ଅନକ୍ସ୍ଟ ରୋଧ କରି କହକ୍ସ୍ଟଛି, ମାରେ ପିତାମାତାଙ୍କୁ ତୁମ୍ଭମାନଙ୍କ ମଧିଅରେ ରହିବାକକ୍ସ୍ଟ ଦିଅ। ପରମେଶ୍ବର ମାେ ଉପରେ କ'ଣ କରିବେ ମାରେ ଜାଣିବା ପର୍ୟ୍ଯନ୍ତ ସମାନଙ୍କେୁ ଏଠା ରେ ରହିବାକକ୍ସ୍ଟ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଦାଉଦ ସେଠାରୁ ମୋୟାବ ଦେଶସ୍ଥ ମିସ୍ପୀକି ଗଲେ; ପୁଣି ସେ ମୋୟାବର ରାଜାକୁ କହିଲେ, ମୁଁ ବିନୟ କରୁଅଛି, ପରମେଶ୍ଵର ମୋʼ ପ୍ରତି କଅଣ କରିବେ, ତାହା ମୁଁ ଜାଣିବା ପର୍ଯ୍ୟନ୍ତ ମୋର ପିତାମାତାଙ୍କୁ ତୁମ୍ଭମାନଙ୍କ ମଧ୍ୟରେ ଆସି ରହିବାକୁ ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଅଦୁଲ୍ଲମ ଛାଡ଼ି ମୋୟାବ ଦେଶର ମି‌ସ୍‌ପୀକୁ ଗଲେ। ଦାଉଦ ମୋୟାବର ରାଜାଙ୍କୁ କହିଲେ, “ମୁଁ ଆପଣଙ୍କୁ ଅନୁରୋଧ କରି କହୁଅଛି, ମୋର ପିତାମାତାଙ୍କୁ ତୁମ୍ଭମାନଙ୍କ ମଧ୍ୟରେ ରହିବାକୁ ଦିଅ। ପରମେଶ୍ୱର ମୋ’ ଉପରେ କ’ଣ କରିବେ ମୋର ଜାଣିବା ପର୍ଯ୍ୟନ୍ତ ସେମାନଙ୍କୁ ଏଠାରେ ରହିବାକୁ ଦିଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଦାଉଦ ସେଠାରୁ ମୋୟାବ ଦେଶସ୍ଥ ମିସ୍ପେକୁ ଗଲେ; ପୁଣି, ସେ ମୋୟାବର ରାଜାକୁ କହିଲେ, “ମୁଁ ବିନୟ କରୁଅଛି, ପରମେଶ୍ୱର ମୋʼ ପ୍ରତି କଅଣ କରିବେ, ତାହା ମୁଁ ଜାଣିବା ପର୍ଯ୍ୟନ୍ତ ମୋର ପିତାମାତାଙ୍କୁ ତୁମ୍ଭମାନଙ୍କ ମଧ୍ୟରେ ଆସି ରହିବାକୁ ଦିଅ।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଦାଉଦ ସେଠାରୁ ମୋୟାବ ଦେଶସ୍ଥ ମିସ୍ପେକୁ ଗଲେ; ପୁଣି, ସେ ମୋୟାବର ରାଜାକୁ କହିଲେ, ମୁଁ ବିନୟ କରୁଅଛି, ପରମେଶ୍ୱର ମୋ’ ପ୍ରତି କଅଣ କରିବେ, ତାହା ମୁଁ ଜାଣିବା ପର୍ଯ୍ୟନ୍ତ ମୋର ପିତାମାତାଙ୍କୁ ତୁମ୍ଭମାନଙ୍କ ମଧ୍ୟରେ ଆସି ରହିବାକୁ ଦିଅ।