1 Samuel 22:4 — Compare Translations

5 translations compared side by side

Odia - 1840
"ତେଣୁ ଦାଉଦ ତାଙ୍କର ପିତାମାତାଙ୍କୁ ମାୟୋବର ରାଜାଙ୍କ ନିକଟରେ ଛାଡି ଗଲେ। ଯେତଦେିନ ୟାଏ ଦାଉଦ ସହେି ଦକ୍ସ୍ଟର୍ଗ ରେ ବାସ କଲେ, ସେ ପର୍ୟ୍ଯନ୍ତ ସମାନେେ ମାୟୋବର ରାଜାଙ୍କ ସହିତ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ସେମାନଙ୍କୁ ମୋୟାବ-ରାଜାର ସାକ୍ଷାତକୁ ଆଣିଲେ; ତହିଁରେ ଦାଉଦ ଦୁର୍ଗମ ସ୍ଥାନରେ ରହିବା ସମୟଯାକ ସେମାନେ ସେହି ରାଜା ସହିତ ବାସ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଦାଉଦ ତାଙ୍କର ପିତାମାତାଙ୍କୁ ମୋୟାବର ରାଜାଙ୍କ ନିକଟରେ ଛାଡ଼ି ଗଲେ। ଯେତେଦିନ ଯାଏ ଦାଉଦ ସେହି ଦୁର୍ଗରେ ବାସ କଲେ, ସେ ପର୍ଯ୍ୟନ୍ତ ସେମାନେ ମୋୟାବର ରାଜାଙ୍କ ସହିତ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ସେମାନଙ୍କୁ ମୋୟାବ-ରାଜାର ସାକ୍ଷାତକୁ ଆଣିଲେ ତହିଁରେ ଦାଉଦ ଦୁର୍ଗମ ସ୍ଥାନରେ ରହିବା ସମୟଯାକ ସେମାନେ ସେହି ରାଜା ସହିତ ବାସ କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ସେମାନଙ୍କୁ ମୋୟାବ-ରାଜାର ସାକ୍ଷାତକୁ ଆଣିଲେ ତହିଁରେ ଦାଉଦ ଦୁର୍ଗମ ସ୍ଥାନରେ ରହିବା ସମୟଯାକ ସେମାନେ ସେହି ରାଜା ସହିତ ବାସ କଲେ।