1 Samuel 22:5 — Compare Translations

5 translations compared side by side

Odia - 1840
"କିନ୍ତୁ ଭବିଷ୍ଯଦ୍ବକ୍ତା ଗାଦ ଦାଉଦଙ୍କକ୍ସ୍ଟ କହିଲେ, ତୁମ୍ଭେ ଏହି ଦକ୍ସ୍ଟର୍ଗ ରେ ରକ୍ସ୍ଟହ ନାହିଁ। ତୁମ୍ଭେ ୟିହକ୍ସ୍ଟଦାକକ୍ସ୍ଟ ୟାଅ। ତେଣୁ ଦାଉଦ ସେସ୍ଥାନ ପରିତ୍ଯାଗ କରି ହରେତ୍ ବଣକକ୍ସ୍ଟ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ମଧ୍ୟରେ ଭବିଷ୍ୟଦ୍ବକ୍ତା ଗାଦ୍ ଦାଉଦଙ୍କୁ କହିଲା, ଏହି ଦୁର୍ଗମ ସ୍ଥାନରେ ନ ରୁହ; ପ୍ରସ୍ଥାନ କରି ଯିହୁଦା ଦେଶକୁ ଯାଅ । ତେବେ ଦାଉଦ ପ୍ରସ୍ଥାନ କରି ହେରତ୍ ବଣରେ ଉପସ୍ଥିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଭବିଷ୍ୟ‌ଦ୍‌ବକ୍ତା ଗାଦ୍ ଦାଉଦଙ୍କୁ କହିଲେ, “ତୁମ୍ଭେ ଏହି ଦୁର୍ଗରେ ରୁହ ନାହିଁ। ତୁମ୍ଭେ ଯିହୁଦାକୁ ଯାଅ।” ତେଣୁ ଦାଉଦ ସେସ୍ଥାନ ପରିତ୍ୟାଗ କରି ହେରତ୍ ବଣକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିମଧ୍ୟରେ ଭବିଷ୍ୟଦ୍‍ବକ୍ତା ଗାଦ୍‍ ଦାଉଦଙ୍କୁ କହିଲା, “ଏହି ଦୁର୍ଗମ ସ୍ଥାନରେ ନ ରୁହ; ପ୍ରସ୍ଥାନ କରି ଯିହୁଦା ଦେଶକୁ ଯାଅ।” ତେବେ ଦାଉଦ ପ୍ରସ୍ଥାନ କରି ହେରତ୍‍ ବଣରେ ଉପସ୍ଥିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏଥି ମଧ୍ୟରେ ଭବିଷ୍ୟଦ୍‍ବକ୍ତା ଗାଦ୍‍ ଦାଉଦଙ୍କୁ କହିଲା, ଏହି ଦୁର୍ଗମ ସ୍ଥାନରେ ନ ରୁହ; ପ୍ରସ୍ଥାନ କରି ଯିହୁଦା ଦେଶକୁ ଯାଅ। ତେବେ ଦାଉଦ ପ୍ରସ୍ଥାନ କରି ହେରତ୍‍ ବଣରେ ଉପସ୍ଥିତ ହେଲେ।