1 Samuel 22:6 — Compare Translations
5 translations compared side by side
Odia - 1840
"ଶାଉଲ ଜାଣିବାକକ୍ସ୍ଟ ପାଇଲେ ଯେ, ତାଙ୍କର ଲୋକମାନେ ଦାଉଦ ଓ ତାଙ୍କର ସାଥୀ ଲୋକମାନଙ୍କ ବିଷଯ ରେ ଜାଣିବାକକ୍ସ୍ଟ ପାଇଲେ ଯେ ସମାନେେ କେଉଁଠା ରେ ଅଛନ୍ତି। ଏହି ସମୟରେ ଶାଉଲ ନିଜ ହସ୍ତ ରେ ବର୍ଚ୍ଛା ଧରି ଗିବିଯାସ୍ଥିତ ରାମାର ଏକ ଗଛ ମୂଳ ରେ ବସି ରହିଲେ। ଏବଂ ତାଙ୍କର ଦାସମାନେ ତାଙ୍କୁ ଘରେି ରହିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଶାଉଲ ଶୁଣିଲେ ଯେ, ଦାଉଦ ଓ ତାଙ୍କର ସଙ୍ଗୀ ଲୋକମାନଙ୍କର ସନ୍ଧାନ ମିଳିଅଛି; ଏହି ସମୟରେ ଶାଉଲ ନିଜ ହସ୍ତରେ ବର୍ଚ୍ଛା ଧରି ଗିବୀୟାସ୍ଥିତ ରାମାରେ ଝାଉଁଗଛ ତଳେ ବସିଥିଲେ ଓ ତାଙ୍କର ଚାରିଆଡ଼େ ତାଙ୍କର ଦାସ ସମସ୍ତେ ଠିଆ ହୋଇଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ଅହୀମେଲକ ପରିବାରକୁ ହତ୍ୟା କଲେ ଶାଉଲ ଜାଣିବାକୁ ପାଇଲେ ଯେ, ତାଙ୍କର ଲୋକମାନେ ଦାଉଦ ଓ ତାଙ୍କର ସାଥୀ ଲୋକମାନଙ୍କ ବିଷୟରେ ଜାଣିବାକୁ ପାଇଲେ ଯେ ସେମାନେ କେଉଁଠାରେ ଅଛନ୍ତି। ଏହି ସମୟରେ ଶାଉଲ ନିଜ ହସ୍ତରେ ବର୍ଚ୍ଛା ଧରି ଗିବିୟାସ୍ଥିତ ରାମାର ଏକ ଗଛ ମୂଳରେ ବସି ରହିଲେ। ଏବଂ ତାଙ୍କର ଦାସମାନେ ତାଙ୍କୁ ଘେରି ରହିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଶାଉଲ ଶୁଣିଲେ ଯେ, ଦାଉଦ ଓ ତାଙ୍କର ସଙ୍ଗୀ ଲୋକମାନଙ୍କର ସନ୍ଧାନ ମିଳିଅଛି; ଏହି ସମୟରେ ଶାଉଲ ନିଜ ହସ୍ତରେ ବର୍ଚ୍ଛା ଧରି ଗିବୀୟାସ୍ଥିତ ରାମାରେ ଝାଉଁଗଛ ତଳେ ବସିଥିଲେ ଓ ତାଙ୍କର ଚାରିଆଡ଼େ ତାଙ୍କର ଦାସ ସମସ୍ତେ ଠିଆ ହୋଇଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଶାଉଲ ଶୁଣିଲେ ଯେ, ଦାଉଦ ଓ ତାଙ୍କର ସଙ୍ଗୀ ଲୋକମାନଙ୍କର ସନ୍ଧାନ ମିଳିଅଛି; ଏହି ସମୟରେ ଶାଉଲ ନିଜ ହସ୍ତରେ ବର୍ଚ୍ଛା ଧରି ଗିବୀୟାସ୍ଥିତ ରାମାରେ ଝାଉଁଗଛ ତଳେ ବସିଥିଲେ ଓ ତାଙ୍କର ଚାରିଆଡ଼େ ତାଙ୍କର ଦାସ ସମସ୍ତେ ଠିଆ ହୋଇଥିଲେ।